ଜୁନ୍‌ ୦୨ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | June 02, 2021 IST

ମେଷ – ଦିନଟି ସୁଖମୟ ହେବ । ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ଠାରୁ ଆର୍ଥିକ ସହ ଯୋଗ ପାଇବେ । ପତ୍ନିଙ୍କର ସହ ଯୋଗ ମିଳିବ । ମହିଳାମାନଙ୍କ କ୍ଷେତ୍ରରେ ଆଜି ଆର୍ଥିକ ଲାଭର ଯୋଗ ରହିଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
-ଚାଷୀ- ଶ୍ରମ ସାର୍ଥକ ହେବ ।
– ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
– ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
– କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
– ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
– ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ଦିନଟି ମଙ୍ଗଳମୟ ହେବ । ମାନସିକ ଅସ୍ଥିରତା ଓ ପାରିବାରିକ ସମସ୍ୟା ଦୁର ହେବ । ଧର୍ମ ବିଶ୍ୱାସ ବଢିବ । ମହିଳାମାନେ ଅର୍ଥଚିନ୍ତା କରିବେ । ଛାତ୍ରଛାତ୍ରୀମାନେ ବିଦ୍ୟାକ୍ଷେତ୍ରରେ ସମ୍ମାନୀତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
– ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
– ରୋଗୀ- ସୁସ୍ଥ ଅନୁଭବ କରିବେ ।
– ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
– କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
– ବ୍ୟବସାୟୀ- ବିଜୟୀ ହେବେ ।
– ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମିଥୁନ – ଦିନଟି ଆନନ୍ଦରେ କଟିବ । କର୍ମକ୍ଷେତ୍ରରେ ସତର୍କତା ସହ କାର୍ଯ୍ୟ କରି ସଫଳତା ପାଇବେ । ଆକଷ୍ମିକ ବିପଦ ଟଳିଯିବ । ମାନସିକ ଶାନ୍ତି ମିଳିବ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନ ଦେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
– ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
– ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
– ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
– କର୍ମଜୀବି- ଅର୍ଥ ହାନୀ ହେବ ।
– ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
– ଗୃହିଣୀ- ଧାର୍ମିକ ହେବେ ।

କର୍କଟ- ଆପଣ କୌଣସି କ୍ଷେତ୍ରରେ ନିରାଶ ହେବେ ନାହିଁ ଏବଂ ଆପଣଙ୍କ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ପୂରଣ ହୋଇପାରିବ । ଆଲୋଚନା ଅନୁଯାୟୀ କାମଗୁଡିକ ସବୁ ଠିକ୍ ଠାକ୍ ହୋଇଯିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
– ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
– ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
– ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
– କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
– ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
– ଗୃହିଣୀ- ସୁଖୀ ହେବେ ।

ସିଂହ – ଦୀର୍ଘଦିନ ହେଲା ଆପଣ ଯାହାକୁ ଭଲ ଭାବୁଛନ୍ତି ସେହି ବ୍ୟକ୍ତିଟି ନିଜର ଫାଇଦା ହାସଲ କରିବା ସକାଶେ ସର୍ବଦା ଚେଷ୍ଟିତ ରହିବ । ରାଜନୀତି କ୍ଷେତ୍ରରେ ବେଶ୍ ଆଦୃତି ସହ ପ୍ରତିଷ୍ଠା ମିଳିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ । – ଚାଷୀ- ଜଳ ସଞ୍ଚୟ କରନ୍ତୁ ।
– ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
– ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
– କର୍ମଜୀବି- ଅର୍ଥ ହାନୀ ହେବ ।
– ବ୍ୟବସାୟୀ- ଅର୍ଥ ହାନୀ ହେବ ।
– ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା – ଆଧ୍ୟାତ୍ମିକ କାମରୁ ଆଜିର ଦିନଟି ଆରମ୍ଭ ହେବ । ଆପନ ଟିକେ ଅଧିକ ପରିଶ୍ରମ ବି କରନ୍ତି । ଆଗକୁ ସରକାରୀ ସ୍ତରରେ ବିଶେଷ ଲାଭବାନ୍ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
– ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
– ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
– ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
– କର୍ମଜୀବି- ସମ୍ମାନିତ ହେବେ ।
– ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
– ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା – କର୍ମକ୍ଷେତ୍ରରେ ବନ୍ଧୁଙ୍କର ସହ ଯୋଗ ପାଇବେ । ନିଜର ମେଳାପୀ ସ୍ୱାଭାବ ଯୋଗୁ ଆଜି ଆପଣ ସମସ୍ତଙ୍କର ପ୍ରିୟ ରହିବେ । ଦିନଟି ଆପଣଙ୍କ ସହ ଖୁବ୍ ଶୁଭଙ୍କର । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ । – ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
– ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
– ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
– କର୍ମଜୀବି- ପ୍ରଶଂସିତ ହେବେ ।
– ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
– ଗୃହିଣୀ- ସୁଖ ଅନୁଭବ କରିବେ ।

ବିଛା – ଆପଣ ବେଶ୍ ପ୍ରଶଂସିତ ହେବେ । ଗୁରୁଜନ ଓ ସାଧୁ ସନ୍ଥଙ୍କ ସେବା କରିବାର ସୁଯୋଗ ପାଇପାରନ୍ତି । ବ୍ୟବସାୟରେ ଲାଭ ହେବାର ଯୋଗ ଦେଖା ଯାଉଛି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
– ଚାଷୀ- ଜଳ ସଞ୍ଚୟ କରନ୍ତୁ ।
– ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
– ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
– କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
– ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
– ଗୃହିଣୀ- ସୁଖଭାରା ଦିନଟି ।

ଧନୁ – ଆଜି ଆପଣଙ୍କ ଦିନଟି ଶୁଭପ୍ରଦ । ବ୍ୟବସାୟରେ କ୍ଷତି ଦେଖା ଦେବ । ଛାତ୍ରଛାତ୍ରୀମାନେ ସଫଳତା ପ୍ରାପ୍ତି କରିବେ । ମହିଳାମାନେ ଧର୍ମ ପରାୟଣା ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
– ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
– ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
– ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
– କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
– ବ୍ୟବସାୟୀ- ଅର୍ଥ ହାନୀ ହେବ ।
– ଗୃହିଣୀ- ଧାର୍ମିକ ହେବେ ।

ମକର – ଦିନଟି ସୌଭାଗ୍ୟପ୍ରଦ ହେବ । ଶାରିରୀକ ଅସୁସ୍ଥତା ଦୁର ହେବ । ମାନସିକ ଚିନ୍ତା ଦୁର ହେବ । ପତିପତ୍ନିଙ୍କ ମଧ୍ୟରେ ସହ ଯୋଗ ବୃଦ୍ଧି ପାଇବେ । ମହିଳାମାନେ ଚିନ୍ତାଶିଳ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
– ଚାଷୀ- ଜଳ ସଞ୍ଚୟ କରନ୍ତୁ ।
– ରୋଗୀ- ଅସୁସ୍ଥ ଅନୁଭବ କରିବେ ।
– ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
– କର୍ମଜୀବି- ସମ୍ମାନିତ ହେବେ ।
– ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
– ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ – ଦିନଟି ମଙ୍ଗଳମୟ ହେବ । ମାନସିକ ଅସ୍ଥିରତା ଓ ପାରିବାରିକ ସମସ୍ୟା ଦୁର ହେବ । ଧର୍ମ ବିଶ୍ୱାସ ବଢିବ । ମହିଳାମାନେ ଅର୍ଥଚିନ୍ତା କରିବେ । ଛାତ୍ରଛାତ୍ରୀମାନେ ବିଦ୍ୟାକ୍ଷେତ୍ରରେ ସମ୍ମାନୀତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
– ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
– ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
– ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
– କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
– ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
– ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ – ଦିନଟି ଶୁଭରେ କଟିବ । ୪ର୍ଥ ବୃହସ୍ପତି ଆପଣଙ୍କ ସନ୍ତାନ ତଥା ପରିବାରର ମଙ୍ଗଳ କରିବେ । ଧାର୍ମିକ ମନୋଭାବ ଉଦ୍ରେକ ହେବ । କାର୍ଯ୍ୟକ୍ଷେତ୍ରରେ ଆଶା ନୁରୂପ ସଫଳତା ମିଳିବ । । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
– ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
– ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
– ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
– କର୍ମଜୀବି- ପ୍ରଶଂସିତ ହେବେ ।
– ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
– ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.