Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||

ଜୁନ୍‌ ୦୯ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

9/06/2021 at 6:58 AM

ମେଷ – ଆଶାବାଦୀ, ଭାଗ୍ୟଶାଳୀ, ସହନଶୀଳ, ଶାନ୍ତିପ୍ରିୟ ଉଦାର ଓ ବିଦ୍ୟାପ୍ରେମୀ ହେବେ । ବିକଶିତ ବ୍ୟକ୍ତିତ୍ୱର ଅଧିକାରୀ ହୋଇପାରନ୍ତି । ମିତ୍ର ସୁଖ ମିଳିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

ବୃଷ – ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ବୃଦ୍ଧିର ସୂଚନା ମିଳୁଛି । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଶରୀର ସୁସ୍ଥ ରହିବ । ମୋକଦ୍ଦମାରେ ବିଜୟୀ ଓ ଧନ ପ୍ରାପ୍ତିର ସୁଚନା ମିଳୁଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମିଥୁନ – ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । ଗତିରୋଧର ସମ୍ମୁଖୀନ ହେବାର ସୂଚନା ମିଳୁଛି । ଥଣ୍ଡା-କଫରେ ପୀଡିତ ହୋଇପାରନ୍ତି । ଚଞ୍ଚଳମନା ହେବେ । ଚକ୍ଷୁରେ ଯନ୍ତ୍ରଣା ଉପୁଜି ପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

କର୍କଟ – ବିଭିନ୍ନ ସୂତ୍ରରୁ ଧନ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି । ଯଶସ୍ୱୀ ଓ ସରକାରୀ ସ୍ତରରେ ସମ୍ମାନିତ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଗୃହ ସୁଖ ସହିତ ଯାନବାହନ ସୁଖ ମିଳିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଶ୍ରମ ସାର୍ଥକ ହେବ ।

ସିଂହ – କୁଳ ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ପରିବାର ପ୍ରତି ସ୍ନେହ, ଶ୍ରଦ୍ଧା ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କନ୍ୟା – ଭାଗ୍ୟଶାଳୀ ଓ ଶୀଳ୍ପୋଦ୍ୟୋଗୀ ହେବେ । ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ବିଦ୍ୱାନ୍‌, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ୟୋଗା କରନ୍ତୁ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ତୁଳା – ତରବର ନ ହୋଇ କିଛି ସମୟ ଅପେକ୍ଷା କଲେ କିଛିଟା ସୁଫଳ ପାଇପାରନ୍ତି । ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା – ବନ୍ଧୁ ସହ-ଯୋଗୀ ଆପଣଙ୍କ ପାଇଁ ଆନନ୍ଦଦାୟକ ହେବ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ଧନୁ – ପରାମର୍ଶ ନେଇ କାର୍ଯ୍ୟ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । ଶରୀର ସୁସ୍ଥ ରହିବ । ଚାକିରିକ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ମକର – ପରଚର୍ଚ୍ଚାରୁ ବିରତ ହେବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଲଟେରି ଉଠାଣ ଫଳ ଆପଣଙ୍କ ପାଇଁ କାଳ ହୋଇଯିବ । ବ୍ୟବସାୟରୁ ଧନ ଲାଭ ହେବାର ସୂଚନା ମିଳୁଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କୁମ୍ଭ – ଉଦାର ପ୍ରକୃତିର ଓ ବୁଦ୍ଧିମାନ୍ ହେବେ । ଦାନ-ଧର୍ମରେ ଦୀକ୍ଷିତ ଓ ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । କୃଷି ଓ କୃଷକମାନଙ୍କ ସମସ୍ୟା ଉପରେ ଧ୍ୟାନ ଦେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ୟୋଗା କରନ୍ତୁ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।

ମୀନ – ମନ ପ୍ରସନ୍ନ ରହିବ । ଉଚ୍ଚ ସମ୍ମାନ ଲାଭ କରିପାରନ୍ତି । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫରେ ଆକ୍ରାନ୍ତ ହେବାର ସମ୍ଭାବନା ଅଛି । ସାନଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

   Related Posts