ଜୁନ୍‌ ୧୨ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | June 12, 2021 IST

ମେଷ– ମାନସିକ ସ୍ତରରେ ବ୍ୟସ୍ତତାବୃଦ୍ଧି ପାଇବ । ପରିଶ୍ରମର ସମ୍ମୁଖୀନ ହେଲେବିତା’ରମୂଲ୍ୟମିଳିବ । ପରୋପକାରୀ ହେବେ । ମନରେ ସେବା ଭାବନା ଜାଗ୍ରତ ହେବ । ଉଦାରଚିତ୍ତ ହୋଇପାରନ୍ତି ।ଶୁଭ ରଙ୍ଗ ବ୍ରାଉନ୍ ।ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ବୃଷ– ଅଜାଣତରେ କ୍ଷତିସହି ପାରନ୍ତି । ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । କାର୍ଯ୍ୟହାସଲ କରିବେ, ମାତ୍ର ବିଳମ୍ବରେ । ଶତ୍ରୁଭାବ ବୃଦ୍ଧ ିହେଲେ ବି କିଛି ଅନିଷ୍ଠହେବ ନାହିଁ । ଶୁଭ ରଙ୍ଗ ଲାଲ୍ ।ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ମିଥୁନ – ମାନସିକ ଅଶାନ୍ତିର ସୁଧାର ଆସିବ । ସୁଖ-ସନ୍ତୋଷ ଲାଭ କରିପାରନ୍ତି । ବିଭିନ୍ନସ୍ତରରୁ ସହଯୋଗ ମିଳିବ । ପେଟପୁରା ଭୋଜନ ମିଳିଲେବି ପାରିବାରିକ ସୁଖ ମିଳିବ ।ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କର୍କଟ–ତୀର୍ଥଯାତ୍ରା ପାଇଁ ସୁଯୋଗ ମିଳିବ । ପ୍ରତାରିତ ହୋଇପାରନ୍ତି । କୌଶଳରେ କାର୍ଯ୍ୟହାସଲ କରିବେ । ଦେବ ଦର୍ଶନ କରି ଆତ୍ମତୃପ୍ତି ଲାଭ କରିବେ । ଭୋଜନ ସୁଖ ମିଳିବ । ମଧୁରଭାଷୀ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – କର୍ମ ଅନୁସାରେ ଫଳ ପ୍ରାପ୍ତ ହେବ, ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ସୌଭାଗ୍ୟ ବୃଦ୍ଧିର ସୂଚନା ମିଳୁଛି । ଧର୍ମ-କର୍ମସମ୍ପାଦନ କରିପାରନ୍ତି । ଉନ୍ନତିମାର୍ଗରେ ଆଗକୁ ବଢିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା – ପରିସ୍ଥିତିକୁ ଆକଳନ କରି ଉଦାସିନ ରହିପାରନ୍ତି । ଘାତଚନ୍ଦ୍ର ଭୋଗ ହେତ ୁସତର୍କତା ସହ ଚଳିବାକୁ ପଡିବ । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟିହେବ । ନୈତିକତା ବୃଦ୍ଧି ହୋଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା– ଶତ୍ରୁତାରୁ ରକ୍ଷା ପାଇବେ । ସେବା-ପୂଜାରେ ନିଜକୁ ନିୟୋଜିତ କରିପାରନ୍ତି । ଧର୍ମ-କର୍ମସଂପାଦନ କରିପାରନ୍ତି । ଚିତ୍ତ ସନ୍ତୁଷ୍ଟ ହେବ । ବନ୍ଧୁତା ସୁଦୃଢ ହେବ । ନାନାସୁଖର ଅଧିକାରୀ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବିଛା– ସାମାନ୍ୟ କାରଣରୁ ଉପୁଜିଥିବା ଦ୍ୱନ୍ଦ୍ୱର ଅବସାନ ଘଟିବ । ନିଜର ସ୍ୱାଭିମାନୀ ଅଧିକବଳବତ୍ତରହେବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ଯାନବାହନ ଚଳାଚଳରେ ସତର୍କତା ଆବଶ୍ୟକ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ସୁଖୀ ହେବେ ।

ଧନୁ – ସଫଳତାରସ୍ୱାଦ ଚାଖି ପାରନ୍ତି । କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାଲାଭ କରିବେ । ଗୃହରେ ଶାନ୍ତିର ବାତାବରଣ ପ୍ରବାହିତ ହେବ । କର୍ମତତ୍ପରତା ପ୍ରକାଶ ପାଇବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସୁଖୀ ହେବେ ।

ମକର– ଋଣ ମୁକ୍ତ ହେବା ଆଶାକରା ଯାଏ । ବେଳେବେଳେ ନିଜକୁ ଅସହାୟମନେ କରିପାରନ୍ତି । ପ୍ରସନ୍ନତା ଲାଭ କରିବେ । କର୍ମଚଞ୍ଚଳତା ପ୍ରକାଶ ପାଇବ । ବିଭିନ ସୂତ୍ରରୁ ଧନ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଚା ଗୃହିଣୀ- ସୁଖ ଅନୁଭବ କରିବେ ।

କୁମ୍ଭ – ଆୟ ଠାରୁ ବ୍ୟୟ ଅଧିକ ହୋଇପାରେ । ଦିନ ସାରାକାର୍ଯ୍ୟ ବ୍ୟସ୍ତ ରହିପାରନ୍ତି । ସନ୍‌ମାର୍ଗୀ ହେବେ । ବିଦୁଷୀବ୍ୟକ୍ତି ଭାବେ ପରିଗଣିତ ହେବେ । ବହୁ ମିତ୍ରଜନଙ୍କ ସାନ୍ନିଧ୍ୟ ପାଇ ଉପକୃତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମୀନ – ବିପଦରୁ ଉଧୁରୀ ଯିବେ । ଦ୍ରବ୍ୟ ନଷ୍ଟର ଆଶଙ୍କା ଅଛି । କୃଷିକର୍ମରେ ନିୟୋଜିତ ହୋଇପାରନ୍ତି । ଗୁରୁକୁଳ ଆଶ୍ରୟନେଇ ଚାକିରିକ୍ଷେତ୍ରରେ ନିଜକୁ ମହାନ୍‌କରି ଗଢିତୋଳି ପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.