ଜୁନ୍‌ ୧୩ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | June 13, 2021 IST

ମେଷ– ଧର୍ମ-କର୍ମ ସଂପାଦନ କରିପାରନ୍ତି । ମୌନାବତାରରେ କିଛି ସମୟ ରହିବେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ସୁନାମ ମିଳିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବୃଷ– କୌଣସି କାରଣରୁ ବିଷାଦିତ ହୋଇପାରନ୍ତି । ଅନୁତପ୍ତ ହୋଇପାରନ୍ତି । ହଠାତ୍ କିଛି ଅର୍ଥ ପାଇଉତ୍‌ଫୁଲ୍ଲିତ ହେବେ । ପ୍ରକୃତିଗତଚଞ୍ଚଳତାର ପରିପ୍ରକାଶ ଘଟିବ । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ଧାର୍ମିକ ହେବେ ।

ମିଥୁନ – ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନ-ଧର୍ମରେ ଦୀକ୍ଷିତ ହେବେ । ଉତ୍ତମବ୍ୟକ୍ତି ସମ୍ପନ୍ନ ହୋଇପାରନ୍ତି । ବୁଦ୍ଧି ପ୍ରୟୋଗ କରି କୃଷିକର୍ମ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କର୍କଟ– ବନ୍ଧୁମେଳରେ ରହିବା ସୁଖ ଦାୟକ ହେବ । ଶ୍ରମ ସାର୍ଥକ ହେବ । ଆସ୍ତିକଚରିତ୍ରର ହୋଇପାରନ୍ତି । ଥଣ୍ଡା-କଫ ଜନିତ ସାମାନ୍ୟ କଷ୍ଟ ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ସିଂହ –ମଧ୍ୟମ ଧରଣର ଶୁଭଫଳ ପ୍ରାପ୍ତ ହେବ । ଆଳସ୍ୟ ପରାୟଣ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଉତ୍ତମ ବ୍ୟକ୍ତି ଭାବେ ସାମାଜିକସ୍ତରରେ ଆଦରଣୀୟ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କନ୍ୟା – ଶ୍ରୀଚନ୍ଦ୍ରଭୋଗ ହେତୁ ଆୟ ଆଶାନୁରୂପ ହେବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟ ଯୁକ୍ତ ହେବେ । ଯୁଦ୍ଧ ବାମୋକଦ୍ଦମାରେ ବିଜୟୀ ହେବେ । ନୂଆବନ୍ଧୁ ଜୁଟିବେ । ଶୁଭ ରଙ୍ଗଗାଢ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ତୁଳା– ଉପୁଜି ଥିବା ଅସୁବିଧା ଦୂର ହେବ । ଅଧିକବ୍ୟୟର ସମ୍ମୁଖୀନ ହୋଇପାରନ୍ତି । ଚଞ୍ଚଳସ୍ୱଭାବର ହେତୁ ଅସୁବିଧାରେ ପଡିପାରନ୍ତି । କୋମଳଭାଷା ବ୍ୟବହାର କରି ପରକୁ ଆପଣାର କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା– କାର୍ଯ୍ୟ ଦକ୍ଷତାବୃଦ୍ଧି ପାଇବ । ଆତ୍ମସନ୍ତୋଷ ଲାଭ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀସ୍ତରରେ ସମ୍ମାନିତ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ଧନୁ – ମନରେ ଦେଖା ଦେଇ ଥିବାଭ୍ରାନ୍ତ ଦୂରହେବ । ପରିଶ୍ରମରମୂଲ୍ୟ ମିଳିବ । କୁଳ ଉଜ୍ଜ୍ୱଳକାରୀ ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ସ୍ୱାସ୍ଥ୍ୟ ଅସୁସ୍ଥ ରହିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମକର– ଆୟ-ବ୍ୟୟସମାନ୍ତ ରାଳରେ ଗତି କରିବ । ଭାଗ୍ୟଶାଳୀ ହେବେ । ଦିନଟିଭୋଗ-ବିଳାସରେ ଅତିବାହିତ ହେବ । ସୁଖ-ସମୃଦ୍ଧିପୂର୍ଣ୍ଣଜୀବନ ଯାପନ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କୁମ୍ଭ – ମନରେ ଭକ୍ତିଭାବ ଜାଗ୍ରତ ହେବ । ସ୍ୱାଭିମାନୀ ହୋଇପାରନ୍ତି । ଯୁଗ୍ମବ୍ୟବସାୟ ଲାଭଜନକ ହେବ । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ପ୍ରତିହିଂସା ପରାୟଣ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମୀନ – ସ୍ମରଣଶକ୍ତି ହାନି ଘଟିପାରେ । ମନରେ ଅହଂଭାବ ଜାଗ୍ରତ ହେବ । ବ୍ୟବସାୟଲାଭଜନକ ହୋଇପାରେ । ମନରେ ଅହଂଭାବ ପ୍ରବେଶ କରିପାରେ । ଚିନ୍ତାଧାରା ଉନ୍ନତମାନର ହେବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.