ଜୁନ୍‌ ୧୭ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | June 17, 2021 IST

ମେଷ – ଶତ୍ରୁମାନେ ବିବାଦକରି କାର୍ଯ୍ୟକୁ ସାମୟିକ ଅଟକାଇ ଦେଇପାରନ୍ତି । ଅନ୍ୟମାନଙ୍କ ସହ ତୁଳନାତ୍ମକ ବିଚାର ଦ୍ୱାରା ନିଜକୁ ହେୟ ମନେ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- ମୁଣ୍ଡରେ ପଗଡି ବାନ୍ଧନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧାର୍ମିକ ହେବେ ।

ବୃଷ – ଆଜି ଅର୍ଥ ଓ ସମ୍ମାନ ପାଇବା ସଙ୍ଗକୁ ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ । ବିଶାଖା ନକ୍ଷତ୍ର ସାମାଜିକ ସ୍ତରରେ ନିଜ ପରିସରରେ ପ୍ରତିଷ୍ଠିତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ମିଥୁନ – ଶ୍ରେଷ୍ଠ କର୍ମରେ ନିୟୋଜିତ ସହ ସଙ୍ଗୀତ ମିତ୍ରଙ୍କ ଆଗ୍ରହୀ ହେବେ । କର୍ମାନୁରକ୍ତ ଏବଂ ଧନଶାଳୀ ହୋଇପାରନ୍ତି । ସରକାରୀ ଅର୍ଥ ମିଳିପାରେ । ସରକାରୀ ମାନ୍ୟତା ମିଳିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ – ସାମୟିକ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । ଆର୍ଥିକ ଅନଟନ ରହିଥିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ । ଭଡା ସୂତ୍ରରୁ କିମ୍ବା ବକେୟା ଟଙ୍କା ପାଇପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି – କାମଟି ହଠାତ୍ ହୋଇଯିବ ।
ଛାତ୍ରଛାତ୍ରୀ- ଭୁଲ୍ ମାର୍ଗ ଅନୁସରଣ କରିପାରନ୍ତି ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।

ସିଂହ – ନିଜେ କଳହମୁକ୍ତ ହେବା ପାଇଁ ଚେଷ୍ଟା କରିବେ । କର୍ମତତ୍ପରତା ପ୍ରକାଶ ପାଇବ । ସୌଭାଗ୍ୟ ବୃଦ୍ଧିର ସୂଚନା ମିଳୁଛି । ଶ୍ରେଷ୍ଠ ସମ୍ମାନର ଅଧିକାରୀ ହେବେ । ଶତ୍ରୁ ଦମନ କରିପାରନ୍ତି । ଧନ ଭୋଗର ସୂଚନା ମିଳୁଛି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଚାଷୀ- ମୁଣ୍ଡରେ ପଗଡି ବାନ୍ଧନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କନ୍ୟା – ଦୀର୍ଘ ଦିନର ଆଶା ପୂରଣ ହେବା ସଙ୍ଗକୁ ସମ୍ପର୍କୀୟଙ୍କ ଶୁଭ ସୂଚନାରୁ ଖୁସି ହେବେ । ହସ୍ତା ନକ୍ଷତ୍ରର କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ୟୋଗା କରନ୍ତୁ ।
ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।

ତୁଳା – ସମସ୍ୟା ମଧ୍ୟରେ ଗତିକରି ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ଆବଶ୍ୟକତା ପୂରଣ ସକାଶେ ଅର୍ଥ ସଂଗ୍ରହର ପ୍ରଚେଷ୍ଟା ଫଳବତୀ ହେବ । ବନ୍ଧୁଙ୍କ ସହ ଦୂର ଭ୍ରମଣର ଚିନ୍ତା କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।

ବିଛା – ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ । ଜ୍ୟେଷ୍ଠା ନକ୍ଷତ୍ର ପରିବାରରେ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି । କାରଣ ନ ଥାଇ ଦୋଷୀ ସାବ୍ୟସ୍ତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ଧନୁ – ବିଭିନ୍ନ ପ୍ରକାରର ଅତୀତ ଦୁଶ୍ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ସନ୍ଦେହ ବୃଦ୍ଧି କାରଣରୁ ବ୍ୟବସାୟରେ ମନାନ୍ତର ସୃଷ୍ଟି ହେବାର ସୂଚନା ରହିଛି । ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟ ସାଧିତ ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
ରୋଗୀ- ସତର୍କତାର ଦିନ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ମକର – ଆଜିର ସକାଳ ସକାଳ ଯାତ୍ରା ବେଶ୍ ପ୍ରୀତିପଦ ରହିବ । ଶ୍ରବଣା ନକ୍ଷତ୍ରର ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କୁମ୍ଭ – ଶ୍ରମ ସାର୍ଥକ ହେବ । ପାରିବାରିକ ସୁଖ ଓ କାର୍ଯ୍ୟରେ ସଫଳତା ମିଳିବ । ସୁଖ-ସମ୍ଭୋଗ କରିପାରନ୍ତି । ସର୍ବାଙ୍ଗୀଣ ଉନ୍ନତି ଆଶା କରାଯାଏ । ସରକାରୀ ଧନ ମିଳିପାରେ । ଗୁଣଜ୍ଞ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ – ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଅବଶ୍ୟ ଉପକାର ମିଳିବ । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି,ଏଣୁ ସାବଧାନ ରହିବା ଭାଲ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.