ଜୁନ୍‌ ୨୨ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | June 22, 2021 IST

ମେଷ – ପ୍ରଭୂତ ବିତ୍ତର ଅଧିକାରୀ ହୋଇପାରନ୍ତି । ସୁନ୍ଦର ଓ ମୂଲ୍ୟବାନ୍ ବସ୍ତୁ ଲାଭର ସୂଚନା ମିଳୁଛି । ବିଭିନ୍ନ ଦିଗରୁ ସହ-ଯୋଗ ପାଇ ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

       ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

       ରୋଗୀ- ୟୋଗା କରନ୍ତୁ ।

       ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

       କର୍ମଜୀବି- ଅର୍ଥ ହାନୀ ହେବ ।

       ବ୍ୟବସାୟୀ- ବିଜୟୀ ହେବେ ।

       ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବୃଷ – ସଂଯମୀ ନ ହେଲେ ଅପଯଶ ମୁଣ୍ଡାଇ ପାରନ୍ତି । ଅଯଥା ବିତର୍କରେ ନିଜର ଜ୍ଞାନ ହାନି ହୋଇପାରେ । ଖର୍ଚ୍ଚ ପରିମାଣ ବୃଦ୍ଧି ହେବ । ଅଧିକ ପରିଶ୍ରମ କରିପାରନ୍ତି । ନାନାବିଭବରେ ମଣ୍ଡିତ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।

       ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

       ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

       ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

       କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।

       ବ୍ୟବସାୟୀ- ମଧୁରଭାଷୀ ହେବେ ।

       ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ମିଥୁନ – କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ଅଧିକ କ୍ଷମତା ପାଇଁ ତା’ର ସଦ୍ ବ୍ୟବହାର କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

       ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

       ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

       ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

       କର୍ମଜୀବି- ଅର୍ଥ ମିଳିବ ।

       ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

       ଗୃହିଣୀ- ଭାଗ୍ୟଶାଳୀ ହେବେ ।

କର୍କଟ – ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡିବ । କେତେକ କ୍ଷେତ୍ରରେ ସଂପର୍କ ତୁଟାଇ ଦେଇପାରନ୍ତି । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି । । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

       ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

       ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

       ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

       କର୍ମଜୀବି- ପ୍ରମୋସନ୍ ମିଳିବ ।

       ବ୍ୟବସାୟୀ- ଚୌର ଭୟ ଅଛି ।

       ଗୃହିଣୀ- ସଦିଚ୍ଛା ଭାବ ରହିବ ।

ସିଂହ – କାର୍ଯ୍ୟର ପୂର୍ଣ୍ଣାଙ୍ଗ ରୂପ-ରେଖ ଦେଇପାରନ୍ତି । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି ।  ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।

       ରୋଗୀ- ସୁସ୍ଥ ଅନୁଭବ କରିବେ ।

       ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

       ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

       କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

       ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

       ଗୃହିଣୀ- ସୁଖୀ ହେବେ ।

କନ୍ୟା – କାର୍ଯ୍ୟରେ ସଫଳତା ଲାଭ କରିବେ । ନାନା ଶାସ୍ତ୍ର ଅଧ୍ୟୟନ କରିବାର ମନୋନିବେଶ କରିପାରନ୍ତି । ପ୍ରଚୁର ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଦିନଟି ମଧ୍ୟମ ଧରଣର ହେଲେ ବି ଶୁଭପ୍ରଦ ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

       ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

       ରୋଗୀ- ୟୋଗା କରନ୍ତୁ ।

       ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

       କର୍ମଜୀବି- ଜଳଯାତ୍ରା ମନା ।

       ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

       ଗୃହିଣୀ- ପରକୁ ଆପଣାର କରିବେ ।

ତୁଳା – ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆପ୍ୟାୟିତ ହେବେ । ଆୟ ଆଶାନୁରୂପ ହେବ । ସରକାରୀ କିମ୍ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ ।  ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।

       ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

       ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

       ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

       କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

       ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

       ଗୃହିଣୀ- ସୁଖୀ ହେବେ ।

ବିଛା – ସୌଜନ୍ୟତା ରକ୍ଷା କରି ବନ୍ଧୁ ସମାବେଶରେ ଯୋଗଦାନ କରିପାରନ୍ତି । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ସାବ୍ୟସ୍ତ ହୋଇଛି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

       ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

       ରୋଗୀ- ସତର୍କତାର ଦିନ ।

       ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

       କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

       ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

       ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – ବିବାଦୀୟ ଘଟଣାରେ ବିଜୟୀ ହେବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

       ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

       ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

       ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

       କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

       ବ୍ୟବସାୟୀ- ସଫଳତା ମିଳିବ ।

       ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମକର – କାର୍ଯ୍ୟରେ ସଫଳତା ଲାଭ କରିବେ । କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍ ବ୍ୟବହାର କରିପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ । ଭକ୍ତି-ଗାଥା ଶୁଣି କୃତକୃତ୍ୟ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।

       ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

       ରୋଗୀ- ସତର୍କତାର ଦିନ ।

       ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

       କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।

       ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

       ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ  – ଅଧ୍ୟୟନପୂର୍ବକ ନିଜକୁ ପ୍ରସ୍ତୁତ ରଖିବାକୁ ପଡିବ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ସମାଚାର ପାଇ ଆଶ୍ୱସ୍ତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।

       ଚାଷୀ- ଶ୍ରମ ସାର୍ଥକ ହେବ ।

       ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

       ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

       କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

       ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

       ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ – ମୂଲ୍ୟବାନ୍ ଦ୍ରବ୍ୟ ଲାଭର ସୁଯୋଗ ଅଛି । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ସତ୍ କର୍ମରେ ନିଜକୁ ନିୟୋଜିତ କରିବେ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ପତ୍ନୀଙ୍କୁ ସନ୍ତୁଷ୍ଟ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

       ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

       ରୋଗୀ- ଚକ୍ଷୁ ପୀଡା ହେବ ।

       ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

       କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

       ବ୍ୟବସାୟୀ- ଅର୍ଥ ଲାଭ ହେବ ।

       ଗୃହିଣୀ- ଧାର୍ମିକ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.