ଜୁନ୍‌ ୨୩ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | June 23, 2021 IST

ମେଷ- ମନୋରଥ ପୂରଣ ହେବ । ବହୁ ବିଦ୍ୟା ପାରଙ୍ଗମ ହେବେ । ଯଶସ୍ୱୀ ହେବେ । ନିର୍ଭୟରେ କାର୍ଯ୍ୟ କରି ଚାଲିବେ, ମାତ୍ର ଅଷ୍ଟମ ଚନ୍ଦ୍ର ହେତୁ ଉଚ୍ଚ ସ୍ଥାନରୁ ପତନ ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବୃଷ- ଅର୍ଥ ପ୍ରାପ୍ତି ପାଇଁ ଅସ୍ଥିର ହୋଇପାରନ୍ତି । ପ୍ରବଳ ମାତ୍ରାରେ ଆଶାବାଦୀ ହେବେ । ଆକସ୍ମିକ ସମସ୍ୟା ଦେଖା ଦେଇ ପାରେ । ମାନସିକ ସ୍ତରରେ ଅଶାନ୍ତି ଉପୁଜିବା ସହ କିଞ୍ଚିତ ଧନ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ମିଥୁନ- ଶୁଭ ସମାଚାର ମିଳିପାରେ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରିପାରନ୍ତି । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ବିବାଦୀୟ ଘଟଣାରେ ବିଜୟୀ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ଉତ୍ତମ ଫଳ ପାଇବେ ।

କର୍କଟ- କାର୍ଯ୍ୟ ତୃପ୍ତି ଦାୟକ ହେବ । କେତେକ କ୍ଷେତ୍ରରେ ଯଦିଓ ଭୁଲବୁଝାମଣା ଘଟିବ, ତଥାପି ଶ୍ରମର ମୂଲ୍ୟାଙ୍କନ ହେବ । ରାଜପୂଜିତ ଓ ପରାକ୍ରମଶାଳୀ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ସିଂହ- କର୍ମକ୍ଷେତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ବହୁ ବିଧ ଧନ ସୁଖ ସନ୍ତୋଷ ସବୁ କିଛି ମିଳିବ । ଉତ୍ତମଗୁଣ ସମ୍ପନ୍ନ ହେବେ । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ଶ୍ରମ ସାର୍ଥକ ହେବ ।
କନ୍ୟା- ଜଟିଳ କାର୍ଯ୍ୟକୁ ସରଳ କରିବାରେ ସକ୍ଷମ ହେବେ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ଶୁଭ ଖବର ପାଇ ଖୁସି ହୋଇପାରନ୍ତି । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ତୁଳା- ନୃତ୍ୟ-ସଙ୍ଗୀତ ପ୍ରିୟ ହେବେ । ସତ୍‌-କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ଧର୍ମମାର୍ଗରେ ମନୋନିବେଶ କରିବେ । ଲୋଭହୀନ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ବିଛା- ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଅଭାବ-ଅନଟନ ଦେଇ ଗତି କରିପାରନ୍ତି । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇପାରେ । ଜଳଯାତ୍ରା, ଯାନବାହନରେ ସତର୍କ ରହିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ଧନୁ- ମନ ପ୍ରଫୁଲ୍ଲ ରହିବ । କଳହ ଠାରୁ ନିଜକୁ ଦୂରେଇ ରଖିପାରନ୍ତି । ପରିଶ୍ରମର ମୂଲ୍ୟ ମିଳିବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମକର- ମନସ୍କାମନା ପୂରଣ ହେବ । ଶ୍ରମ ସାର୍ଥକ ହେବ । ଶୁଭ ଖବର ପାଇ ଉତ୍‌ଫୁଲ୍ଲିତ ହେବେ । କର୍ମରେ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
କୁମ୍ଭ – ଅପାରଗ ହସ୍ତରୁ କାର୍ଯ୍ୟ ଛଡାଇ ଆଣି ନିଜେ ସେହି କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ମୀନ- କର୍ମକ୍ଷେତ୍ରରେ ଅଧିକ କ୍ରିୟାଶୀଳ ହୋଇପାରନ୍ତି । ଧନବାନ୍ ହେବେ । ଗୁଣଜ୍ଞ ହୋଇପାରନ୍ତି । ସ୍ୱ ଅର୍ଜିତ ଧନ ଭୋଗ କରିବେ । ବିତ୍ତବାନ୍ ହେବା ଆଶା କରାଯାଏ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.