Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଜୁନ୍‌ ୨୭ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

27/06/2021 at 7:03 AM

ମେଷ – ନିଜର ଦାବି ଉପସ୍ଥାପନ କରିବେ । ବନ୍ଧୁ ସହ ଯୋଗ ପାଇ ଖୁସି ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳାଇବେ । ଶାନ୍ତ ଓ ଧୈର୍ଯ୍ୟବାନ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ବୃଷ – ମାନସିକ ସ୍ତରରେ ଦୃଢ ରହିପାରନ୍ତି । ମନରେ ଅହଂଭାବ ଆସିପାରେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ବଳିଷ୍ଠ ହେବେ । ଶତ୍ରୁହନ୍ତା ହେବା ଆଶା କରାଯାଏ । ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ – କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ହେବେ । ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରୁ କ୍ଷତି ମିଳିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖଭାରା ଦିନଟି ।

କର୍କଟ – ଉପୁଜିଥିବା ପରିସ୍ଥିତି ପ୍ରତି ସଜାଗ ରହିବାକୁ ପଡିବ । ନିଜକୁ କଳହମୁକ୍ତ ରଖିବାକୁ ଚେଷ୍ଟା କରିବେ । ଉଦାର ସ୍ୱଭାବର ହୋଇପାରନ୍ତି । ଦାନ-ଧର୍ମରେ ଦୀକ୍ଷିତ ହେବେ । ବ୍ୟକ୍ତିତ୍ୱ ବିକଶିତ ହେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ସିଂହ – ସୁସ୍ଥ ଓ ସତେଜ ରହିବେ । କାର୍ଯ୍ୟରେ ସିଦ୍ଧି ପ୍ରାପ୍ତ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମିଠାକଥା କହି ଜନ-ମନ ବଶ କରିପାରନ୍ତି । ଥଣ୍ଡା-କଫରେ ସାମାନ୍ୟ ପୀଡା ଭୋଗ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କନ୍ୟା – ଧର୍ମକାର୍ଯ୍ୟରେ ବ୍ୟୟ କରିପାରନ୍ତି । ଭାଗ୍ୟଶାଳୀ ହେବେ । ପରାମର୍ଶ ନେଇ କାର୍ଯ୍ୟ କରିବେ । ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ବ୍ୟବସାୟରେ କିଛି ମାତ୍ରାରେ ଲାଭ ଉଠାଇ ପାରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧାର୍ମିକ ହେବେ ।

ତୁଳା – ବିପଦ ଦୂରେଇ ଯିବ । ଶ୍ରୀଚନ୍ଦ୍ର ଭୋଗ ହେତୁ ଉତ୍ତମ ଭୋଜନରେ ଆପ୍ୟାୟିତ ଏବଂ ଐଶ୍ୱର୍ଯ୍ୟଯୁକ୍ତ ହେବେ । ଯୁଦ୍ଧ ବା ମାଲିମୋକଦ୍ଦମାରେ ବିଜୟୀ ହୋଇପାରନ୍ତି । ପାରିବାରିକ ସୁଖ ମିଳିବ । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ବିଛା – ଚଞ୍ଚଳ ପ୍ରକୃତିର ହେବେ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ପୀଡା ଅନୁଭବ କରିବେ । ଏକାନ୍ତ ପ୍ରିୟ ହେବେ । ଅତିଥି ସତ୍କାରରେ ବ୍ୟୟ ବୃଦ୍ଧି ଘଟିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ଧନୁ – ଅର୍ଥ ଉପାର୍ଜନ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । କର୍ମଠ ସ୍ୱଭାବ ପାଇଁ ବିଭାଗୀୟ ସ୍ତରରେ ସମ୍ମାନିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

ମକର – ବିଭିନ୍ନ ସ୍ତରରୁ ସହ ଯୋଗ ପାଇ ଖୁସି ହୋଇପାରନ୍ତି । କୁଳ-ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ସହ ଶରୀର ସୁସ୍ଥ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧାର୍ମିକ ହେବେ ।
କୁମ୍ଭ – ଧୈର୍ଯ୍ୟବାନ ହେବେ । ସାହସୀ ହୋଇପାରନ୍ତି । ସେବା- ପୂଜାରେ ମନୋନିବେଶ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସରେ ଅତିବାହିତ ହେବ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମୀନ – ଭୋଜାନାଦିରେ ତୃପ୍ତି ମିଳିବ । ଧନକ୍ଷୟ ହେବାର ସମ୍ଭାବନା ଅଛି । ଇର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଶାରିରୀକ ଦୁର୍ବଳତା ଅନୁଭବ କରିବେ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କତା ସହ ଚଳିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧାର୍ମିକ ହେବେ ।

   Related Posts