ଜୁନ୍‌ ୩୦ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | June 30, 2021 IST

ମେଷ – ବୁଧ ଯୁକ୍ତ କେତୁ ପ୍ରଭାବରେ କଥାକୁ ଠିକ୍ ଭାବରେ ନ ବୁଝି କଳହ ଲାଗିପାରେ । ଅଫିସରେ ଅନ୍ୟମାନଙ୍କ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ବୟସ୍କ ମଙ୍ଗଳ ହେତୁ ଆପଣଙ୍କ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବ୍ୟସ୍ତ ଓ ବିବ୍ରତ କରାଇବ । ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ ନେଇ ଝଗଡା ଲାଗିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ – ରାହୁ ଯୁକ୍ତ ଚନ୍ଦ୍ର କାରଣରୁ ଆଜି ବନ୍ଧୁଙ୍କ ସହ ବିବାଦ ଓ ନୂତନ କାମରେ ପ୍ରତିବନ୍ଧକ ହେତୁ ଚିନ୍ତିତ ରହିବେ । ପରିବାରରେ ପୂର୍ବ ସମସ୍ୟା ସମାଧାନରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ନେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କର୍କଟ – ଶୁକ୍ରଙ୍କ ସ୍ଥିତିଜନିତ ଆଜି ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତି କଥା କହି ବିଜୟଲାଭ କରିବେ । ନିଜ ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ । ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ସିଂହ – ପ୍ରତି କ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଶନିଙ୍କ ପ୍ରଭାବରୁ ସନ୍ଦେହର ସରବ୍ୟ ହେବେ । କୌଣସି ମିଥ୍ୟା ଗୁଜବ ମନକୁ ଚହଲାଇ ଦେବ । ଅର୍ଥ କିମ୍ବା ଦେବା ନେବାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କନ୍ୟା – ଗୁରୁଶୌରୀ ଯୋଗ ପ୍ରଭାବରୁ ଧାର୍ମିକ କାର୍ଯ୍ୟ, ସତ୍‌-ସଙ୍ଗ, ଦେବାର୍ଚ୍ଚନାରେ ମନ ବଳିବ । ବନ୍ଧୁଙ୍କ ସାହାର୍ଯ୍ୟ ଓ ପାରସ୍ପରିକ ସହ-ଯୋଗ ପାରିବାରିକ ଜୀବନକୁ ମଧୁମୟ କରିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ତୁଳା – ଶୁକ୍ରଙ୍କ ସୁପ୍ରଭାବରୁ ନୂତନ ବନ୍ଧୁ ସମ୍ପର୍କ ଓ ସୁଚିନ୍ତିତ କାର୍ଯ୍ୟଧାରା କାର୍ଯ୍ୟରେ ସାହାର୍ଯ୍ୟ କରିବ । ଜଣେ ପଡୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ । ଶୁଭ ରଙ୍ଗ ଧଳା । ଶୁଭ ରଙ୍ଗ ୮ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା – ଶନିଦୃଷ୍ଟ ମଙ୍ଗଳ ଯୋଗୁ ଯାହା ଖୋଜୁଛନ୍ତି ତାହା ଅବଶ୍ୟ ପାଇବେ । ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ଧନୁ – ବନ୍ଧୁମାନଙ୍କ ସହ ଆଲୋଚନା ପରିସରରେ ଚୁପ୍ ରହିବାକୁ ବାଧ୍ୟ ହେବେ । ପରିବାରରେ ଧୀର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହୋଇପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର – କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ କଥା କାମକୁ ସହଜ କରିବ । ଅତି ଦରକାରୀ ଜିନିଷଗୁଡିକ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି । ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍ ହେବନି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

କୁମ୍ଭ – ଆଜି ରାହୁ ଓ ଚନ୍ଦ୍ର ଚତୁର୍ଥ ସ୍ଥାନରେ ଥିବାରୁ ଘରର ପରିବେଶ ଅଶାନ୍ତ ରହିବ । ରେବତୀ ନକ୍ଷତ୍ର ସଭାବସମିତିରେ ମିଠା କଥା କହି ପରିସ୍ଥିତି ସମ୍ଭାଳି ନେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମୀନ – ଆଜିର ଯାତ୍ରା, କାର୍ଯ୍ୟାରମ୍ଭ ଓ ଶୁଦ୍ଧଭାବନା ମନରେ ଭାବାନ୍ତର ସୃଷ୍ଟି କରିବ । ସାମାନ୍ୟ କେତେକ ଅସୁବିଧାକୁ ବାଦ୍ ଦେଲେ ଦିନଟିରେ ବହୁତ ଭଲ କାମ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.