Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଟିକାକରଣ ଏକ କୋଟି ପାର, ଶୁଭେଚ୍ଛା ଜଣାଇଲା ସ୍ବାସ୍ଥ୍ୟ ବିଭାଗ
  • ||
  • ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୪୫୮୭ କରୋନା ଆକ୍ରାନ୍ତ , ଖୋର୍ଦ୍ଧାରୁ ସର୍ବାଧିକ ୬୭୧ ଡିସଚାର୍ଜ
  • ||
  • ଜୁନ ୨୪ରେ ବୈଠକ ଡାକିଲେ କଂଗ୍ରେସ ହାଇକମାଣ୍ଡ ସୋନିଆ ଗାନ୍ଧି, ଦଳୀୟ କନ୍ଦଳ ନେଇ ହେବ ମାନସମନ୍ଥନ
  • ||
  • ଭଦ୍ରକ : ବ୍ରାଉନସୁଗାର ସେବନକୁ ବିରୋଧ କରିବାରୁ ମାରଣାସ୍ତ୍ର ଧରି ଗୋଡାଇଲେ ଯୁବକ, ୩ ଗିରଫ, ୧୦ ଗ୍ରାମ ବ୍ରାଉନସୁଗାର ଜବତ
  • ||
  • ଭୁବନେଶ୍ବର : କୋଭିଡ୍ ଦ୍ବାରା କ୍ଷତିଗ୍ରସ୍ତ ଅନେକ ଅର୍ଗାନ୍ ରହୁନି ସୁରକ୍ଷିତ – ଡିଏମଇଟି
  • ||
  • ୫୦ ନେତାଙ୍କୁ ପ୍ରିୟଙ୍କା ଗାନ୍ଧୀଙ୍କ ଫୋନ୍ : ‘ଆପଣଙ୍କ ଟିକେଟ୍ କନଫର୍ମ୍, ନିର୍ବାଚନ ପାଇଁ ପ୍ରସ୍ତୁତ ହୁଅ’
  • ||
  • ଇଟ୍ଟାନଗର : ପୁଣି ଥରିଲା ଅରୁଣାଞ୍ଚଳ ପ୍ରଦେଶ, ଇଟ୍ଟାନଗରରେ ଭୂକମ୍ପ ଝଟ୍‌କା
  • ||
  • ଭୁବନେଶ୍ବର : କେନ୍ଦ୍ର ସରକାରଙ୍କ ନୂଆ ଗାଇଡ୍ ଲାଇନ୍ ଅନୁଯାୟୀ ବ୍ୟବହାର ହେବ ଷ୍ଟେରଏଡ୍ – ନିରଞ୍ଜନ ମିଶ୍ର
  • ||
  • ଭୁବନେଶ୍ବର : ଦ୍ବିତୀୟ ଲହର ଅପେକ୍ଷା ତୃତୀୟ ଲହର ପ୍ରଭାବ କମ୍, ତଥାପି ଜୋରଦାର କରିବାକୁ ପଡିବ ଟିକାକରଣ – ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ପାଟଣା : ଘରେ ଶୋଇଥିବା ବେଳେ କାମୁଡିଦେଲା ସାପ, ଚାଲିଗଲା ମହିଳାଙ୍କ ଜୀବନ
  • ||

୨୮ ଡିସେମ୍ବର, ଶୁକ୍ରବାର

28/12/2018 at 11:46 AM

ମେଷ – ଅଭିଜ୍ଞତାର ପୁନରାବୃତ୍ତି ଘଟାଇ ପାରନ୍ତି । ଚିନ୍ତାଗ୍ରସ୍ତ ହେବେ । ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱର ପରିପ୍ରକାଶ ଘଟିବ ।


ବୃଷ – ବିଭିନ୍ନ ସୂତ୍ରରୁ କିପରି ଅର୍ଥ ଆସିବ ତା’ର ଯୋଜନା ପ୍ରସ୍ତୁତ କରି କୃତକାର୍ଯ୍ୟ ହେବେ । ଶକ୍ତିମାନ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି ।


ମିଥୁନ – ଶାନ୍ତି-ସନ୍ତୋଷର ବାତାବରଣ ସୃଷ୍ଟି ହେବ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଚଞ୍ଚଳ ସ୍ୱଭାବର ହେବେ । ସ୍ନେହ ମଣିଷର ପରିଚୟ ଦେବେ ।


କର୍କଟ – ଆୟ ବୃଦ୍ଧିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଲୋକ ପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ ।


ସିଂହ – ସୁଖ-ସମ୍ମାନ ଲାଭ କରିପାରନ୍ତି । କିର୍ତ୍ତିମାନ ହେବେ । କୁଳଦୀପକ ହୋଇପାରନ୍ତି । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ ।


କନ୍ୟା – ନିଷ୍ଠାପର ଭାବେ କାର୍ଯ୍ୟ ସମ୍ପାଦନ କରିପାରନ୍ତି । ଭାଗ୍ୟବାନ ହେବେ । ଦିନଟି ଭୋଗ ବିଳାସରେ କଟାଇ ପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ ।


ତୁଳା – ଶାରିରୀକ ପୀଡା ଅନୁଭବ କରିପାରନ୍ତି । ଈର୍ଷା ପରାୟଣତାକୁ ଜଳାଞ୍କଳି ଦେଲେ ଜନ ସମାଜରେ ଆଦାରଣୀୟ ହେବେ । ସ୍ୱାଭିମାନୀ ହୋଇପାରନ୍ତି ।


ବିଛା – ରାଜନୀତିରେ ଆନନ୍ଦ ଅନୁଭବ କରିବେ । ବ୍ୟବସାୟରେ ଲାଭବାନ ହୋଇପାରନ୍ତି । ସମାଜ ସେବା ଉପରେ ଗୁରୁତ୍ୱ ଦେବେ ।


ଧନୁ – ଭାଇମାନଙ୍କ ଉପରେ ସ୍ନେହବାବ ରହିବ । ସୁସ୍ଥ ଓନିରାମୟ ଜୀବନ ଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି ।


ମକର – ସ୍ୱକର୍ମ ପାଇଁ ଆନନ୍ଦ ଅନୁଭବ କରିପାରନ୍ତି । ନିରବ ଚିନ୍ତନ ଶୁଭ ଦାୟକ ହୋଇପାରେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି ।


କୁମ୍ଭ – ବନ୍ଧୁ ସୁଖ ମିଳିବ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନ-ଧର୍ମରେ ଦିକ୍ଷିତ ହେବେ । ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ ।


ମୀନ – ସ୍ୱ-କର୍ମ ପାଇଁ ପ୍ରଶଂସାର ପାତ୍ର ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି । ମଧୁରଭାଷୀ ହେବେ । ଥଣ୍ଡା-କଫରେ ପୀଡିତ ହୋଇପାରନ୍ତି ।

   Related Posts