ଜୁଲାଇ ୨୮ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | July 28, 2021 IST

ମେଷ- ପରକଥାରେ ଅଯଥା ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଭୁଲ୍ କାର୍ଯ୍ୟପଦ୍ଧତି ଅନୁସରଣ କଲେ ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍ ବୁଝିବେ । କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ପରକୁ ଆପଣାର କରିବେ ।

ବୃଷ- ଆଜି ଆପଣ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ତାହା ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ । ଏକ ଭିନ୍ନ ପରିସ୍ଥିତିରେ ଜଣେ ଜଣାଶୁଣା ବ୍ୟକ୍ତିଙ୍କ ସାହାର୍ଯ୍ୟ ଲାଭରୁ ଉପକୃତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ଚାଷୀ- ଶ୍ରମ ସାର୍ଥକ ହେବ ।

ମିଥୁନ- ଘରର ଅପ୍ରକାଶ୍ୟ କେତେକ ଘଟଣା ସବୁ ଶୁଣିବେ ସିନା କାହାକୁ କିଛି କାହିପାରିବେ ନାହିଁ । ନୂତନ କାମରେ ପ୍ରତିବନ୍ଧକ ଲାଗି ରହିବା ଯୋଗୁଁ କାମରେ ଅଗ୍ରଗତି ହୋଇପାରିବ ନାହିଁ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କର୍କଟ- ଗୃହରେ ଉନ୍ନତ ଚିନ୍ତା ମାନସିକ ସ୍ଥିରତା ପ୍ରଦାନରେ ସହାୟକ ହେବ । ଗୁରୁଜନଙ୍କ ସାନ୍ତ୍ୱନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ସିଂହ- କଥାବାର୍ତ୍ତାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡିବ । କର୍ମକ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।

କନ୍ୟା- ଶ୍ରମ ସାର୍ଥକ ହେବ । ପାରିବାରିକ ସୁଖ ଓ କାର୍ଯ୍ୟରେ ସଫଳତା ମିଳିବ । ସୁଖ-ସମ୍ଭୋଗ କରିପାରନ୍ତି । ସର୍ବାଙ୍ଗୀଣ ଉନ୍ନତି ଆଶା କରାଯାଏ । ସରକାରୀ ଧନ ମିଳିପାରେ । ଗୁଣଜ୍ଞ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ତୁଳା- ଘାତଚନ୍ଦ୍ର ଭୋଗ ହେତୁ ପ୍ରତ୍ୟେକ କାର୍ଯ୍ୟରେ ସତର୍କତା ଆବଶ୍ୟକ । ଅଜାତଶତ୍ରୁ ଏବଂ ସରକାରୀ ସ୍ତରରେ ସମ୍ମାନିତ ହେବେ । ଭାଗ୍ୟବାନ୍ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା- ଗୁରୁ ଓ ଗୁରୁଜନଙ୍କ କଲ୍ୟାଣଭାଜନ ହେବେ । ଆଳସ୍ୟ ଅନୁଭବ କରିପାରନ୍ତି । ତ୍ୟାଗଶୀଳ ଓ ନୀତିଜ୍ଞ ହୋଇପାରନ୍ତି । ବିବିଧ ଧନର ଅଧିକାରୀ ଓ ସୁଖୀ ଏବଂ କୀର୍ତ୍ତୀମାନ୍ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ଧନୁ- ପ୍ରକାଶ୍ୟରେ କିଛି ନ କହିପାରିଲେ ମଧ୍ୟ ବନ୍ଧୁଙ୍କ ଅଶାଳୀନ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି । ପୂର୍ବାଫାଲଗୁନୀ ନକ୍ଷତ୍ର ଲୋକମାନଙ୍କ କଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବିଝିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମକର- ସମୟ ପ୍ରତ୍ୟେକ ଦିଗରୁ ଅନୁକୂଳ ରହିଥିଲେ ମଧ୍ୟ କେତେକ କ୍ଷେତ୍ରରେ ନିଜ ଦୋଷରୁ ସମସ୍ୟା ସୃଷ୍ଟି ହୋଇପାରେ । ବିନା ଦୋଷରେ ବନ୍ଧୁଙ୍କ ଘରୋଇ ଝମେଲା ଭିତରକୁ ଟାଣି ହୋଇଯାଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କୁମ୍ଭ- କର୍ମକ୍ଷେତ୍ରରେ ବିରୋଧାଭାସ ରହିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ । ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ- ପରିବାରର ଆବଶ୍ୟକତା ଉପଲବ୍ଧି କରି ଏକାଧିକ କାମ ହାତକୁ ନେଇ ବ୍ୟଥିତ ହୋଇପାରନ୍ତି । ସ୍ୱାତୀ ନକ୍ଷତ୍ର ବନ୍ଧୁମାନଙ୍କ ସହ ଆଜିର ସକାଳୁଆ ଯାତ୍ରାରେ ସଫଳତା ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.