Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

୩୧ ଡିସେମ୍ବର, ସୋମବାର

31/12/2018 at 9:19 AM

ମେଷ – ଚେଷ୍ଠା ଅବ୍ୟାହତ ରଖିପାରନ୍ତି । ଶେଷରେ ଉଦ୍ୟମ ଫଳପ୍ରସୂ ହୋଇପାରେ । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଭାବେ ଧନ ଲାଭ ହେବ ।


ବୃଷ – ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ସୁଖ ଭୋଗ କରିବେ । ସୁ-ନାଗରିକର ପରିଚୟ ସୃଷ୍ଟି କରିପାରନ୍ତି । କୃଷି କର୍ମଚାରୀ ହେବେ ।


ମିଥୁନ – ଉଚ୍ଚ ଆଶା ଫଳବତୀ ହେବ । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି । ପ୍ରେମୀ ଓ ସାହାସୀ ହୋଇପାରନ୍ତି ।


କର୍କଟ- ସନ୍ତାନମାନଙ୍କ ପାଇଁ ଚିନ୍ତିତ ହୋଇପାରନ୍ତି । ପରମ ଭାଗ୍ୟଶାଳୀ ହେବେ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ବ୍ୟକ୍ତି ବିଶେଷ ପରିଚୟ ସୃଷ୍ଟି କରିବେ ।


ସିଂହ – ଗୃହ କାର୍ଯ୍ୟରେ ଢେର ଉନ୍ନତି ଘଟିବ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଆଶାନୁରୂପ ହୋଇପାରେ । ଐଶ୍ୱର୍ଯ୍ୟଯୁକ୍ତ ହେବେ ।


କନ୍ୟା – କାର୍ଯ୍ୟ ହାସଲ ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି । ପଥରୋଧର ସମ୍ମୁଖୀନ ହେବେ । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି ।


ତୁଳା – ଆୟ ଯଥେଷ୍ଟ ପରିମାଣର ହେବ । ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିବେ । ନିରାମୟ ରହିବେ । ଲୋକ ପ୍ରିୟତା ଅର୍ଜନ କରିବେ ।


ବିଛା – କର୍ମାଶ୍ରୟୀ ହେବେ । କର୍ତ୍ତବ୍ୟ ନିଷ୍ଠ ହୋଇପାରନ୍ତି । କୁଲ ଉଦ୍ଧାରକ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି ।


ଧନୁ – ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟ ଭୋଗ ବିଳାସରେ ଅତିବାହିତ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ ।


ମକର – କର୍ମକ୍ଷେତ୍ରରେ ଅଶାନ୍ତି ଦେଖାଦେଇ ପାରେ । ସୁଖ ଭୋଗ କରିବା କଷ୍ଟସାଧ୍ୟ ହେବ । ଈର୍ଷା ପରିତ୍ୟାଗ କଲେ ସମ୍ମାନ ମିଳିବ ।


କୁମ୍ଭ – ବନ୍ଧୁ ମିଳନରେ ଯୋଗ ଦେଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ଅଙ୍ଗାକାର ବନ୍ଧ ହେବେ । ନିଜ କାର୍ଯ୍ୟ ପାଇଁ ମନରେ ଅହଂଭାବ ଆସିପାରେ ।


ମୀନ – ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି । ଚକ୍ଷୁପୀଡା ଅନୁଭବ କରିବେ । ଭାଇମାନଙ୍କ ଉପରେ ସ୍ନେହ ଶ୍ରଦ୍ଧା ରହିବ । ବଳବାନ ଓ ଶତ୍ରୁହନ୍ତା ହେବେ ।

   Related Posts