ଅଗଷ୍ଟ ୦୧ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | August 01, 2021 IST

ମେଷ – ପାରିବାରିକ କ୍ଷେତ୍ରରେ ଚାପ କ୍ରମଶଃ ବଢିପାରେ । ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି । କାନକୁହା କଥା ଶୁଣି ଉପର ଅଧିକାରିମାନେ ଖପ୍ପା ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ବୃଷ – କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ଅନ୍ୟମାନଙ୍କର ଚାପରେ ପଡି ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ – ଆଜି ଦଶମ ଚନ୍ଦ୍ର ହେତୁ ପ୍ରତ୍ୟେକ ଦିଗରୁ ଲାଭ ହେବେ ଓ ଯାହା ଖୋଜୁଛନ୍ତି ତାହା ପାଇବେ । ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାର୍ଯ୍ୟ ଓ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କର୍କଟ – ସମସ୍ୟା ରହିଥିଲେ ମଧ୍ୟ ବିଶେଷ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ନାହିଁ । ସହକର୍ମୀଙ୍କ ସାହାର୍ଯ୍ୟରେ ଦୀର୍ଘ ଦିନର ବକେୟା ଅର୍ଥ ଆଦାୟ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧାର୍ମିକ ହେବେ ।

ସିଂହ – ବୁଧାଦିତ୍ୟ ଯୋଗ ଗୁରୁକ୍ଷେତ୍ରସ୍ଥ ହେତୁ ଆପଣଙ୍କ ଯୁକ୍ତିଯୁକ୍ତ କଥାକୁ ବନ୍ଧୁମାନେ ପସନ୍ଦ କରିବା ସହ ସହମତି ପ୍ରକାଶ କରିବେ । ପିଲାମାନଙ୍କ ସମସ୍ୟା ଭିତରେ ନିଜେ ବାନ୍ଧି ହୋଇଯିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୁଖୀ ହେବେ ।

କନ୍ୟା – ଆଜି ଶନିଯୁକ୍ତ ସପ୍ତମ ଚନ୍ଦ୍ର ହେତୁ ଯାତ୍ରା ସ୍ଥଗିତ ମନକୁ ବିଷାଦିତ କରିବ । ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ ନତୁବା ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ପରକୁ ଆପଣାର କରିବେ ।

ତୁଳା – ଶୁକ୍ର ପ୍ରଭାବରେ ଆନୁଷ୍ଠାନିକ ସୁବିଧା ସୁଯୋଗ ସହ କାବ୍ୟ, ସାହିତ୍ୟ, କଳା, କାରିଗର ପ୍ରତି ରୁଚି ବଳିବ । ବିଭିନ୍ନ ସୂତ୍ରରୁ ରୋଜଗାର କରିବେ କିନ୍ତୁ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା – କେତୁ ଯୁକ୍ତ ରାଶିସ୍ଥ ହେତୁ କୌଶଳରେ କାମ ହାସଲ କରିପାରିବେ । ପ୍ରଶାସନିକ ସ୍ତରରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ ହୋଇଯିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଧାର୍ମିକ ହେବେ ।

ଧନୁ – ଆଜି କର୍ମକ୍ଷେତ୍ର, ପ୍ରକାଶନ, ପ୍ରଶାସନିକ ଏବଂ ନିର୍ମାଣ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଉତ୍ତରାଷାଢା ନକ୍ଷତ୍ରର ସାମାନ୍ୟ ବଚସାରୁ ପ୍ରିୟ ବନ୍ଧୁଙ୍କ ସହ ସମ୍ପର୍କ ହାନି ଘଟିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମକର – ସକାଳୁ ଅର୍ଥ ସାହାର୍ଯ୍ୟ ଆଶାରେ ବନ୍ଧୁଙ୍କୁ ବିଭିନ୍ନ ବିନୟପୂର୍ଣ୍ଣ କଥା କହିବେ । ଆଜି ଅଧ୍ୟୟନ, ଆଲୋଚନା , ତର୍କରେ ପ୍ରଶଂସିତ ହେବେ । ଭୁଲ୍ ବୁଝାମଣା କାରଣରୁ ପଡୋଶୀଙ୍କ ସହ ସମ୍ପର୍କ ତିକ୍ତ ହୋଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କୁମ୍ଭ – ଜନ୍ମ ଚନ୍ଦ୍ର ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କଥା ଚିନ୍ତା କରି ମାନସିକ ସ୍ଥିତି ଭଲ ରହି ନ ପାରେ । ଅଫିସ କାମ ହାସଲ ସକାଶେ ଆଗନ୍ତୁକଟି ପ୍ରଶଂସାରେ ଶତମୁଖ ହୋଇ ଉଠିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମୀନ – ସକାଳୁ କୌଣସି ଭଦ୍ରବ୍ୟକ୍ତିଙ୍କ ସହ ଆଲୋଚନା ମନଃସ୍ଥିତିକୁ ଦୃଢ କରିପାରେ । କର୍ମକ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଆଶ୍ୱସ୍ତି ଲାଭ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.