ସେପ୍ଟେମ୍ବର ୧୮ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | September 18, 2021 IST

ମେଷ–ଚାକିରିରେ ପଦୋନ୍ନତି ହୋଇପାରେ । ବନ୍ଧୁଙ୍କ ସହିତ ସମ୍ପର୍କ ମଜଭୁତ ହେବ ।ବ୍ୟବସାୟରେ ତୁରନ୍ତ ନିଷ୍ପତ୍ତି ଲାଭପ୍ରଦ ହେବ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୯ ।
• ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ବୃଷ–କାର୍ଯ୍ୟ କରିବା ସମୟରେ ମନକୁ ଶାନ୍ତ ରଖନ୍ତୁ । ବଡ ନିଷ୍ପତ୍ତି ନେବା ପୂର୍ବରୁ ପରିବାରର ମତ ଶୁଣନ୍ତୁ । ବ୍ୟବସାୟୀମାନେ କାମରେ ବ୍ୟସ୍ତ ରହିବେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୨ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।

ମିଥୁନ – ବ୍ୟବସାୟରେ ଲାଭ ହେବ । ଚାକିରୀଜୀବୀଙ୍କୁ ଭଲ ଖବର ମିଳିପାରେ ।ଶିକ୍ଷକଙ୍କୁ ସଫଳତା ମିଳିବ । ଆପଣଙ୍କର ଦାମ୍ପତ୍ୟଜୀବନ ସୁଖଦ ରହିବ । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୪ ।
• ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି-ସଫଳତା ହାତଛଡା ହୋଇଯିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ସୁଖୀ ହେବେ ।

କର୍କଟ– ଆଜି ଆପଣ ସୁସ୍ଥସବଳ ଅନୁଭବ କରିବେ ।ବ୍ୟବସାୟରେ ସ୍ଥିରତା ବଜାୟ ରହିବ । ମହିଳା ମିତ୍ରଙ୍କସହ-ଯୋଗ ପାଇପାରନ୍ତି । ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ ।ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତରହିବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।

ସିଂହ –ଆପଣଙ୍କୁ ପୂର୍ବକାର୍ଯ୍ୟର ସୁଫଳ ମିଳିବ । ଭାବିଚିନ୍ତି ଖର୍ଚ୍ଚ କରନ୍ତୁ । ବିଦ୍ୟାର୍ଥୀଙ୍କୁ ପରିଶ୍ରମର ଉତ୍ତମ ପରିଣାମ ମିଳିବ । ବୁଧ ଚଳନ ଯୋଗୁକିଛି ଦିନ ସତର୍କ ରହିବାକୁ ପଡିବ । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୭ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

କନ୍ୟା– ପୁଞ୍ଜି ନିବେଶରେ ନୂଆ ପରାମର୍ଶ ମିଳିପାରେ । କଳା ସାହିତ୍ୟ କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ବିଶେଷ ଲାଭ ହୋଇପାରେ । ପ୍ରେମରେସ ଫଳତା ମିଳିବ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୩ ।
• ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତହେବ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ସୁଖଭାରା ଦିନଟି ।

ତୁଳା–ଆପଣଙ୍କର ଆତ୍ମବିଶ୍ୱାସ ବଢିବ । ସାମାଜିକ କାର୍ଯ୍ୟରେ ମହତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ । ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୬ ।
• ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ-ବିଜ୍ଞ ହେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବିଛା–ପୂଜାର୍ଚ୍ଚନାରେ ଅଧିକ ସମୟ ବିତିବ । ପ୍ରତିଷ୍ଠା ବଢିବ ଏବଂ କାରବାରରରେ ଉନ୍ନତିହେବ । ପାରିବାରିକ ସମ୍ବନ୍ଧ ମଜଭୁତ ହେବ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୫ ।
• ଗୃହିଣୀ- ପରକୁ ଆପଣାର କରିବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ- ଶ୍ରମସାର୍ଥକ ହେବ ।

ଧନୁ – ପୁରୁଣା ବନ୍ଧୁଙ୍କ ସହ ଆଲୋଚନା ଦ୍ୱାରା କଷ୍ଟ ଦୂରହେବ । ପରିଶ୍ରମରଉଚିତ ଫଳ ପାଇବେ । ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ । ଶୁଭରଙ୍ଗ ଲାଲ୍‌ ।ଶୁଭ ଅଙ୍କ ୧ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ-ନୂଆ ଡିଲ୍‌ ମିଳିବ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

ମକର–ଆପଣଙ୍କର ଜରୁରୀ କାର୍ଯ୍ୟ ପୂରଣ ହେବ । ସମାଜରେ ପ୍ରତିଷ୍ଠା ବଢିବ । ଅଫିସରେ ସମସ୍ତଙ୍କ ସହିତ ଭଲ ତାଳମେଳ ରହିବ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ -କାର୍ଯ୍ୟକ୍ଷେତ୍ରରେ ବାଧା ଉପୁଜିବା ହେତୁ ବ୍ୟଥିତ ହେବେ । ପଇସା ବିନିଯୋଗରୁ ନିବୃତ୍ତ ରହନ୍ତୁ । ପରିବାର ଲୋକଙ୍କ ସହିତସୁଖଦ ସମୟ କାଟିବେ । ଶୁଭରଙ୍ଗ କ୍ରୀମ୍‌ ।ଶୁଭ ଅଙ୍କ ୮ ।
• ଗୃହିଣୀ-ନୂଆ ବସ୍ତ୍ର ଲାଭ ହେବ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତହେବେ ।
• ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ମୀନ – ଉଚ୍ଚ ପଦବୀ ମିଳିବାର ସମ୍ଭାବନା ରହିଛି । ଅନ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ବଜାୟ ରହିବ । ଛାତ୍ରଙ୍କର ପ୍ରଦର୍ଶନ ଭଲ ରହିବ । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୪ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ସାମାନ୍ୟସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ସୁଖଭାରା ଦିନଟି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.