ସେପ୍ଟେମ୍ବର ୧୯ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | September 19, 2021 IST

ମେଷ–କାର୍ଯ୍ୟଭାର ବଢିବ । ବନ୍ଧୁବର୍ଗରୁ ଅକୁଣ୍ଠ ସାହାର୍ଯ୍ୟ ସହଯୋଗ ପାଇବେ । ଲକ୍ଷ୍ୟ ପୂରଣ କରିବେ । ସୌଖୀନ ଦ୍ରବ୍ୟର ଉପଭୋକ୍ତା ହେବେ । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୨ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ବୃଷ–ଆହାର ବିହାରରେ ନିୟମିତ ନ ହେଲେ ସ୍ୱାସ୍ଥ୍ୟ ସମସ୍ୟା ଆସିପାରେ । ସଜ୍ଜନ ସଂପର୍କ, କାର୍ଯ୍ୟଶୃଙ୍ଖଳା, ସହଯୋଗ ଓ ଉତ୍ତମ ପାରିବାରିକ ବୁଝାମଣା ରହିବ ।ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୫ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ମିଥୁନ – ପରିବାରରେ ବୁଝାମଣାକୁ ସଜାଡିନେଇ ପାରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଲୋକ କଲ୍ୟାଣ କର କାର୍ଯ୍ୟରେ ଅଭିରୁଚି ବଢିବ । ପାକକ୍ରିୟା ଜନିତ କେତେକ ସ୍ୱାସ୍ଥ୍ୟ ସମସ୍ୟା ଆସିବ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୬ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୱା ନ୍‌ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ନୂଆ ବସ୍ତ୍ରଲାଭ ହେବ ।

କର୍କଟ–ଘାତଚନ୍ଦ୍ରଭୋଗ ହେତୁ ଦିନଟି ନ୍ୟୁନ ଫଳଦାୟକ ହେବ । ଦୂର ଯାତ୍ରାରେ ଅସଫଳା, କର୍ମବିଶୃଙ୍ଖଳା, ବିବାଦରେ ପରାଜିତ ହେବେ । ପୁରାତନ ରୋଗ ପୁନଃଭୋଗ ହୋଇପାରେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୮ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ- ଶ୍ରମସାର୍ଥକ ହେବ ।

ସିଂହ –ପରସ୍ପର ବିରୋଧ ଚିନ୍ତାଧାରା ଲାଗି ରହିବ । ନକରାତ୍ମକ ଚିନ୍ତା ଅଧିକ ଆସିବ । ପିଲାମାନେ ଅବାଧ୍ୟ ହୋଇପାରନ୍ତି । ବୈଷୟିକ କ୍ଷେତ୍ର ସୁଧାରିବାକୁ ଚେଷ୍ଟା କରିବେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୮ ।
• ଚାଷୀ-ପୋଖରୀ/ଗାଢିଆ କରି ଜଳସଞ୍ଚୟ କରନ୍ତୁ ।
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

କନ୍ୟା–ବହୁବ୍ୟକ୍ତିଙ୍କ ପାଖରେ ବିରୋଧୀ ଭାବ ଆଚରଣ କରିପାରନ୍ତି । ମାନସିକ ଦୁଃଖବଢିବ । ଅର୍ଥାଗମ ହେଲେ ମଧ୍ୟ ତାହା ପର୍ଯ୍ୟାପ୍ତ ହେବ ନାହିଁ ।ଗୃହଭୂମି ସମସ୍ୟା ସବୁ ଅଧିକ ଲମ୍ବା ହେବ । ଶୁଭରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୪ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।

ତୁଳା–ସାତ୍ତ୍ୱିକ ବାତାବରଣ ମିଳିବ । ଶ୍ରଦ୍ଧା ଓ ପ୍ରତିଷ୍ଠା ପାଇବେ । ସଜ୍ଜନ ସଂପର୍କ, ଅର୍ଥାଗମ, ଲୋକକଲ୍ୟାଣ କାର୍ଯ୍ୟ ସଂପାଦନ ହେବ । ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୧ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା–ବୈଷୟିକ କ୍ଷେତ୍ର ବ୍ୟାପକ ହେବ ଓ ଜନାଦୃତି ମିଳିବ । ବସ୍ତ୍ର ଆଭୂଷଣ ପ୍ରାପ୍ତିଯୋଗ ଦିନର ପ୍ରଥମାର୍ଦ୍ଧରେ ଭୋଗହେବ । ପ୍ରତ୍ୟେକ କର୍ମର ଆଶାନୁରୂପ ଫଳ ପାଇବେ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ –ଉତ୍ସବାନୁଷ୍ଠାନରେ ସକ୍ରିୟ ଅଂଶଗ୍ରହଣ କରିବେ । କର୍ମ ପ୍ରେରଣା ଲାଭ, ଉତ୍ତମଭୋଜନ, ପାରିବାରିକ ସୁଖ, ଯାନ ବାହନରେ ବ୍ୟୟ ଓ ଆଇନ ଅଦାଲତରୁ ଶୁଭଫଳ ପାଇପାରନ୍ତି । ଶୁଭରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୯ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• କର୍ମଜୀବି- କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।

ମକର–ପାରିବାରିକ ବୁଝାମଣା ରହିବ । ଏକାଧିକ କାର୍ଯ୍ୟରେ ହାତ ଦେଇ ହଇରାଣ ହେବେ । ମାନସିକ ଉଦବେଗ, ଅସ୍ଥିରତାବୃଦ୍ଧି, ଦେବା ଦେବୀ ନିଷ୍ଠା ଅତୁଟ ରହିବ ।ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ -ପାରସ୍ପରିକ ଉତ୍ତମ ବୁଝାମଣା ରହିବ । ସାଧାରଣ କଥାରେ ପ୍ରତିକ୍ରିୟା ପ୍ରକାଶ ନ କରିବା ଲାଭଦାୟକ ହେବ । ଗୁରୁଜନଙ୍କ ଆର୍ଶୀବାଦ ମିଳିବ । ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୭ ।
• ଗୃହିଣୀ-ସୁଖ ଅନୁଭବ କରିବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।

ମୀନ – କାର୍ଯ୍ୟବ୍ୟସ୍ତତା, କିଛି ସ୍ୱାସ୍ଥ୍ୟ ସମସ୍ୟା ଆଣିପାରେ । ମାନସିକ ଭୟ ଓ ଉଦବେଗ ବଢିପାରେ, ବନ୍ଧୁମାନେ ପରୋକ୍ଷରେ ଶତ୍ରୁତା ଆଚରଣ କରିବେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୧ ।
• ଚାଷୀ-କୌଣସିସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷାକରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତିସଜାଗ ରହିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ସୁଖଭାରା ଦିନଟି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.