ସେପ୍ଟେମ୍ବର ୨୬ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | September 26, 2021 IST

ମେଷ–ଲକ୍ଷ୍ୟ ପୂରଣ ପାଇଁ ପ୍ରଚେଷ୍ଟା ଅବ୍ୟାହତ ରଖିବେ । ପ୍ରଶଂସା ଓ କର୍ମ ପ୍ରେରଣା ମିଳିବ । ସାଙ୍ଗଠନିକ କ୍ଷେତ୍ରରେ ନେତୃତ୍ୱ ନେବେ । ସ୍ୱାସ୍ଥ୍ୟ ସମସ୍ୟା ଆସିପାରେ । ଶୁଭରଙ୍ଗ କ୍ରୀମ୍‌ । ଶୁଭଅଙ୍କ ୧ ।
• ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ–ସ୍ୱଚ୍ଛଳତା ଓ ସମ୍ପନ୍ନତା ପ୍ରତି ଆଶାବାଦୀ ହେବେ । ଦେହ ସୁସ୍ଥରହିବ । କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବେ । ପାରସ୍ପରିକ ବୁଝାମଣା ସଠିକ୍‌ ରହିବ । ଦୂର ଯାତ୍ରାରେସଫଳତା ମିଳିବ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୩ ।
• ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ମିଥୁନ – ପରିବାରରେ ସ୍ନେହ ସହିଚ୍ଛା ପାଇବେ । ଭୂମି ସମ୍ପର୍କୀୟ ବିବାଦ ଠାରୁ ଦୂରରେ ରହିବା ହିତକର । ମନରେ ଉତ୍ସାହ ଆସିବ । କେତେକ ବିଶେଷ କାର୍ଯ୍ୟ ସହଜରେ ହାସଲ କରିପାରିବେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୭ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କର୍କଟ–ଜୀବନ ଶୈଳୀରେ ବ୍ୟତିକ୍ରମ ସାଧାରଣ ସ୍ୱାସ୍ଥ୍ୟ ଭଙ୍ଗର କାରଣ ହେବ ।ସମସ୍ୟା ସମାଧାନ, ଆର୍ଥିକ ଉନ୍ନତି, ସନ୍ତାନ ସୁଖ ଓ ପରୋପକାର କରି ଆତ୍ମସନ୍ତୋଷ ପାଇବେ । ପତିତ ଅର୍ଥ ଉଦ୍ଧାର ପାଇଁ ପ୍ରଚେଷ୍ଟା ଆବଶ୍ୟକ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୪ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ସିଂହ –ବୌଦ୍ଧିକ କାର୍ଯ୍ୟରେ ଅଧ୍ଚଳ ସଫଳତା ମିଳିବ । ଜିଦ ଓ କ୍ଷଣକୋପ ଯୋଗୁ ପାରିବାରିକ ଅଶାନ୍ତି ଆସିବ । ଉଚ୍ଚ ବର୍ଗ ସହିତ ସୁସମ୍ପର୍କ ରହିବ । ଗୃହ ଉପକରଣ କ୍ରୟ କରିବେ । ଗୁରୁଜନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାଜନକ ହେବ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ସୁଖଭାରା ଦିନଟି ।

କନ୍ୟା–ଘାତଚନ୍ଦ୍ର ଭୋଗ ହେତୁ ଦିନଟି ଅଶୁଭ ଫଳଦାୟକ ହୋଇପାରେ । କାର୍ଯ୍ୟ ଉପଲକ୍ଷେ ଧନବ୍ୟୟ ଏବଂ ସାମାଜିକ ପ୍ରତିଷ୍ଠା ଲାଭ ହେବ । ଦୂର ଯାତ୍ରାରେ କ୍ଷତି ହୋଇପାରେ । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୯ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଚାଷୀ-ଉତ୍ତମବିହନ, କୃଷି ବିଭାଗରୁ ଆଣନ୍ତୁ ।

ତୁଳା–ନିର୍ମାଣମୂଳକ କାର୍ଯ୍ୟରେ ଅହେତୁକ ବିଳମ୍ବ ମନକୁ ଭାରାକ୍ରାନ୍ତ କରିବ । ପାରିବାରିକ କ୍ଷେତ୍ରରେ ସମନ୍ୱୟ ରକ୍ଷା କରିପାରିବେ । ସାମୟିକ ଭାବରେ ବିଶୃଙ୍ଖଳି ତସ୍ଥିତି ଆସିବ । ଶୁଭରଙ୍ଗ ଧୂସର । ଶୁଭ ଅଙ୍କ ୫ ।
• ଚାଷୀ-ଜମିର ଉର୍ବରତା ପାଇଁଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବିଛା–କଲ୍ୟାଣଚନ୍ଦ୍ର ଭୋଗ ହେଉଛି । କର୍ମକ୍ଷେତ୍ରରେ ଉତ୍ସାହ ଓ ଅନୁପ୍ରେରଣା ଲାଭ କରିବେ । ସରକାରୀ ସ୍ତରରୁ ଅର୍ଥାଗମଯୋଗ ଭୋଗ ହେବ । ମାନସିକ ଶାନ୍ତି ଅବ୍ୟାହତ ରହିବ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୭ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

ଧନୁ –ଅର୍ଥାଭାବ କାରଣରୁ କେତେକ କାର୍ଯ୍ୟ ସ୍ଥଗିତ ରଖିବାକୁ ବାଧ୍ୟ ହେବେ । ବନ୍ଧୁ, ପ୍ରିୟଜନମାନେ ସହଯୋଗ ଅବ୍ୟାହତ ରଖିବେ । ମଙ୍ଗଳ ଉତ୍ସବରେ ସକ୍ରିୟ ଅଂଶଗ୍ରହଣ କରିବେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୧ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ଅର୍ଥ ହାନୀହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ମକର–ସମଷ୍ଟିଗତ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରିବେ । ଆବଶ୍ୟକତା ଠାରୁ ଅଧିକବ୍ୟୟ ଭାର ମଧ୍ୟ ପଡିବ । ପରିବାରର ସଦସ୍ୟମାନେ ସହଯୋଗ ପ୍ରଦାନ କରିବେ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

କୁମ୍ଭ -ମାନସିକ ଦୁଃଖ ଅନୁଶୋଚନ ଲାଘବହେବ । ଦେହ ସୁସ୍ଥରହିବ । ନୂତନ ଉଦ୍ୟମକୁସଫଳକାର୍ଯ୍ୟରୂପ ଦେଇପାରିବେ । ଦୟା ଧର୍ମ, ଭାବବଢିବ ।ଗୁରୁ ଦେବତା ବ୍ରାହ୍ମଣ ଭକ୍ତି ରହିବ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୯ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମୀନ – ଶୁଭ ଦିନଟିଏ । କିଛିଲୋକଙ୍କୁ ଆପଣାର କରିବେ । ଅନ୍ୟମାନଙ୍କର ପ୍ରିୟଭାଜନ ହେବେ । ପରିବାରରେ ଉତ୍ତମ ବୁଝାମଣା ରହିବ । ସାହିତ୍ୟ ଗଠନ ଓ ଆଧ୍ୟାତ୍ମିକ ରୁଚି ଅଧିକହେବ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୫ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.