ସେପ୍ଟେମ୍ବର ୨୭ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | September 27, 2021 IST

ମେଷ – ଶ୍ରମ ସାର୍ଥକ ହୋଇପାରେ । ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । କର୍ମକ୍ଷେତ୍ରରୁ ପ୍ରଚୁର ଲାଭ ମିଳିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – ମନ ବିଷାଦଭରା ହୋଇପାରେ । ଧର୍ମପ୍ରିୟ ଓ ପାଣ୍ଡିତ୍ୟର ପରିପ୍ରକାଶ ଘଟାଇ ପାରନ୍ତି । ଆଶାବାଦୀ ଓ ଶିଳ୍ପ ବିଦ୍ୟା ପ୍ରିୟ ହେବେ । କ୍ରିୟାଶୀଳ ହୋଇପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ମିଥୁନ – ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହୋଇପାରନ୍ତି । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ସ୍ୱାସ୍ଥ୍ୟ ଭଲ ରହିବ । ଚିନ୍ତାଧାରା ଉନ୍ନତ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – ସୁନାମ ଅର୍ଜନ କରିବେ । ଅଯଥା ବିତର୍କରେ ଭାଗ ନ ନେଇ ନୀରବ ଦର୍ଶକ ହେବା ଭଲ । ମଧୁର କଥା କହି ପରକୁ ଆପଣାର କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ସିଂହ – ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ସତ୍‌-କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ଦିନଟି ମଧ୍ୟମ ଧରଣର ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା – ସୁସମ୍ବାଦ ପାଇ ଖୁସି ହେବେ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରିପାରନ୍ତି । ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ତୁଳା – ଅଧିକ କ୍ଷମତା ମିଳିବ ଓ ଏହାର ସଦ୍‌-ବ୍ୟବହାର କରିପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ । ଦେବଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବିଛା – ଖର୍ଚ୍ଚାନ୍ତ ହୋଇପାରନ୍ତି । ମିତ୍ରଙ୍କ ସାନ୍ନିଧ୍ୟ ଓ ଧନ ଏବଂ ସୁଖ ମିଳିବ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଯାନବାହନ ଚଳାଚଳରେ ସତର୍କ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ଧନୁ – ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ରୁଚିକର ଭୋଜନ ତୃପ୍ତିକର ହେବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମକର – ଶତ୍ରୁ ଦମନ କରି ଆଶ୍ୱସ୍ତ ହେବେ । ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଶୁଭ ଖବର ପାଇ ଖୁସି ହୋଇପାରନ୍ତି । ଋଣ ପରିଶୋଧ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

କୁମ୍ଭ – ଶାସ୍ତ୍ର ଅଧ୍ୟୟନରେ ମନୋନିବେଶ କରିପାରନ୍ତି । ବିଭିନ୍ନ ସୂତ୍ରରୁ ପ୍ରଚୁର ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମୀନ – କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ପରିଶ୍ରମର ମୂଲ୍ୟ ମିଳିବ । ଭକ୍ତିମାର୍ଗରେ ମନ ବଳାଇ ପାରନ୍ତି । କର୍ମରେ ଦକ୍ଷ ଓ ଚତୁର ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.