ଅକ୍ଟୋବର ୫ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | October 05, 2021 IST

ମେଷ–ଜଣେ ସହକର୍ମୀ ଆପଣଙ୍କ କାମଗୁଡିକୁ ଧୀର ଗତିରେ ଲକ୍ଷ୍ୟସ୍ଥଳକୁ ନେବାର ସାହାର୍ଯ୍ୟ କରିବେ । ପାରିବାରିକ ଦୃଷ୍ଟିକୋଣରୁ କିଛି ପରିସ୍ଥିତିକୁ ସାବଧାନରେ ତୁଲାଇବାକୁ ସମର୍ଥ ହେବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୫ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ- ଶ୍ରମ ସାର୍ଥକ ହେବ ।

ବୃଷ– ଯାତ୍ରାକାଳରେ ପରିସ୍ଥିତିବଶତଃ ଆତ୍ମୀୟଙ୍କ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡିପାରେ । ପ୍ରତିବନ୍ଧକ ମଧ୍ୟରେ କର୍ମକ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୭ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ନୂଆ ବସ୍ତ୍ରଲାଭ ହେବ ।

ମିଥୁନ – ପାରିବାରିକ ସମସ ସମାଧାନ ସହ ଅର୍ଥନୈତିକ ଅଭିବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରୁ ସନ୍ତୋହଜନକ ଅର୍ଥାଗମ ହେବାର ସମ୍ଭାବନା ରହିଛି । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୨ ।
• ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀହେବ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

କର୍କଟ–ବନ୍ଧୁଙ୍କ ଗହଣରେ ସକାଳୁ ଆନୁଷ୍ଠାନିକ କାମରେ ନିଜକୁ ମଜ୍ଜାଇ ରଖିବେ ।ଗତକାଲିଠାରୁ ଅଟକି ରହିଥିବା କାମ ଆଜି ସୁବିଧାରେ ହୋଇଯିବ । ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।

ସିଂହ –ବନ୍ଧୁଙ୍କ ପ୍ରେରଣା ପାଇଲେ ମଧ୍ୟ ମନରେ ସକାରତ୍ମକ ଭାବ ଉଦ୍ରେକ ହେବ ନାହିଁ । ସାଧାରଣ ସ୍ୱାର୍ଥକୁ କେନ୍ଦ୍ରକରି ଅପରାହ୍ନେ କଳହର ସମ୍ମୁଖୀନ ହୋଇପାରନ୍ତି ।ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୮ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା–ସ୍ଥଗିତ କାମଗୁଡିକ ଆଜି ସମ୍ପନ୍ନ ହୋଇପାରେ । ଆନୁଷ୍ଠାନିକ ସାହାର୍ଯ୍ୟ ଓ ସହ-ଯୋଗକାର୍ଯ୍ୟକୁ ତ୍ୱରାନ୍ୱିତ କଲେ ମଧ୍ୟ ପ୍ରାଥମିକ ଅବସ୍ଥାରେ କିଛିଟା ବ୍ୟତିକ୍ରମ ଦେଖା ଦେଇପାରେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୩ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।

ତୁଳା– ଯାହା ଓ ଯେତିକି ପାଇବା କଥା, ସେଥିପାଇଁ ଆପଣଙ୍କୁ ପ୍ରବଳ ସଂଘର୍ଷ କରିବାକୁ ପଡିପାରେ । ପାରିବାରିକ କ୍ଷେତ୍ରରେ କୌଣସି ଅସୁବିଧା ନକଲେ ମଧ୍ୟ ଆର୍ଥିକ କ୍ଷତିଘଟାଇ ପାରନ୍ତି । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୯ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା–କୌଣସି କ୍ଷେତ୍ରରେ ବିବାଦ ଆଗକୁ ନ ବଢାଇ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବା ଭଲ । ପାରିବାରିକ ସମସ୍ୟା ସମାଧାନରେ ପଡୋଶୀ ମୁଖ୍ୟ ଭୂମିକା ନିଭାଇବେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୪ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• କର୍ମଜୀବି- କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।

ଧନୁ – ଅପ୍ରିୟ ସତ୍ୟ କହିବା କାରଣରୁ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ମକର–ଶାସ୍ତ୍ରାନୁଶୀଳନ, କଳାସାହିତ୍ୟ, ସଙ୍ଗୀତ ଚର୍ଚ୍ଚାରେ ଦିନଟିକୁ ଉପଭୋଗ କରିପାରନ୍ତି । ସହନଶୀଳତା ଗୁଣରୁ ବନ୍ଧୁଙ୍କ ଦ୍ୱାରା ପ୍ରଶଂସିତ ହେବେ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୬ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।

କୁମ୍ଭ -ଆଜି ଯେଉଁ କାମ କଲେ ମଧ୍ୟ ବିରୋଧର ସମ୍ମୁଖୀନ ହେବେ । କର୍ମକ୍ଷେତ୍ରରେ ଗୁରୁତ୍ୱପୁର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଭଲ । ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ- ଶ୍ରମସାର୍ଥକ ହେବ ।

ମୀନ – ଆନୁଷ୍ଠାନିକ କାମରେ ଉତ୍ସର୍ଗୀକୃତ ମନୋଭାବ ନେଇ ପ୍ରଶଂସିତ ହେବେ । ପଡୋଶୀଙ୍କ ସହ ସୁସମ୍ପକ ସ୍ଥାପନ ହିତକର ହେବ । ଆକସ୍ମିକ ଭାବରେ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତିତ ହୋଇପାରନ୍ତି । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୩ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.