ଅକ୍ଟୋବର ୧୨ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | October 12, 2021 IST

ମେଶ– ନିଜଇଚ୍ଛା ଅନୁସାରେ ଫଳ ପାଇବେ । ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବ । ଲୋକପ୍ରିୟତା ଅର୍ଜନ କରିବେ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୨ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ଅର୍ଥ ମିଳିବ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ସୁଖୀ ହେବେ ।

ବୃଷ–ଦେଶଦର୍ଶନର ସୁଯୋଗ ମିଳିବ । କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନରହିବ । ଶରୀର ସୁସ୍ଥ ରହିବ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୪ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ମିଥୁନ -ଲାଗିଥିବା ବିବାଦର ସୁ-ସମାଧାନ ହେବ । ଘାତଚନ୍ଦ୍ର ଥାଇବି ଦିନଟି ସୁଖ-ସମୃଦ୍ଧି ପୂର୍ଣ୍ଣ ହୋଇପାରେ । ଭୋଗ-ବିଳାସ କରିପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୯ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ-ବ୍ୟାୟାମ୍‌କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ-ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି-ସହଯୋଗ ମିଳିବ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

କର୍କଟ-ବ୍ୟବସାୟ ଲାଭଜନକ ହେବ । ସାମାନ୍ୟ ଶାରିରୀକ ପୀଡା ଅନୁଭବ କରିପାରନ୍ତି । ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।

ସିଂହ– ଧନ ପ୍ରାପ୍ତ ହେବାର ସୂଚନା ମିଳୁଛି । ଉତ୍ତମ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିପାରେ ।ବ୍ୟବସାୟ ଲାଭଜନକ ହେବ । ସମାଜସେବା ପ୍ରତି ମନ ବଳାଇବେ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
• ଚାଷୀ-ଉତ୍ତମ ବିହନ, କୃଷିବିଭାଗରୁ ଆଣନ୍ତୁ ।
• ରୋଗୀ-ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କନ୍ୟା– ନୂତନ ଯୋଜନା ଆପଣଙ୍କ ପାଇଁ ଆନନ୍ଦଦାୟକ ହେବ ।ମନରେଗର୍ବଭାବଉଦ୍ରେକହୋଇପାରେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ ।ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୪ ।
• ଗୃହିଣୀ-ନୂଆ ବସ୍ତ୍ରଲାଭ ହେବ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- ସ୍ୱକାର୍ଯ୍ୟକରିବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ତୁଳା–ଆୟ ଆଶାନୁରୂପ ହେବ । ପରାମର୍ଶ ନେଇ କାର୍ଯ୍ୟକଲେ ସଫଳତା ମିଳିବ ।ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭରସୂଚନା ମିଳୁଛି । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୭ ।
• ଚାଷୀ- ଶ୍ରମସାର୍ଥକ ହେବ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

ବିଛା–ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ସୁଖୀହେବ ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି ।ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୩ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।
• ଛାତ୍ରଛାତ୍ରୀ-ସ୍ମରଣଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।

ଧନୁ –ଅଟକି ଥିବା କାର୍ଯ୍ୟରେ ଆଗକୁ ବଢିପାରନ୍ତି । ସମ୍ମାନିତ ହେବେ । ମନ ପ୍ରସନ୍ନରହିବ । ଆସ୍ତିକ ସ୍ୱଭାବର ହେବେ । ମିଷ୍ଟ ଭାଷୀ ହୋଇପାରନ୍ତି । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୯ ।
• ଚାଷୀ-ମାଟିରେଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତିକରନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ହେବେ ।
• କର୍ମଜୀବି-କାର୍ଯ୍ୟତତ୍ପରରହିବେ ।
• ବ୍ୟବସାୟୀ-ଅର୍ଥ ଲାଭହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ମକର–ବନ୍ଧୁଙ୍କ ସହିତ ମାନ-ମନାନ୍ତର ଘଟିପାରେ । ଆଶାବାଦି ହୋଇପାରନ୍ତି ।ଭାଗ୍ୟଶାଳୀହେବେ । ମାନବୀୟ ଗୁଣର ଅଧିକାରୀ ହେବେ । ମିତ୍ର ସୁଖମିଳିବ ।ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୧ ।
• ଗୃହିଣୀ-ସୁଖ ଅନୁଭବ କରିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• କର୍ମଜୀବି-ପ୍ରମୋସନ୍‌ ମିଳିବ ।
• ଛାତ୍ରଛାତ୍ରୀ-ବିଜ୍ଞହେବେ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

କୁମ୍ଭ -ଶ୍ରୀଚନ୍ଦ୍ରଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ ।ଐଶ୍ୱର୍ଯ୍ୟଯୁକ୍ତ ହେବେ । ସୁସ୍ଥ ଓ ନିରାମୟ ରହିବେ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିରସୂଚନାମିଳୁଛି । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୫ ।
• ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ନୂଆ ବସ୍ତ୍ରଲାଭ ହେବ ।

ମୀନ -ଅଭାବ ଦୂରେଇ ଯିବ । ଘାତଚନ୍ଦ୍ରଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡିବ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ ।ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୭ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଚାଷୀ-କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.