ମେଷ– ଭିତରେ ଭାତ୍ରୁ ବିବାଦ ଉଙ୍କି ମାରିପାରେ । ପ୍ରତାରିତ ହୋଇପାରନ୍ତି ।ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡିବ । ଯଶସ୍ୱି ହେବେ ।ଲୋଭାସକ୍ତ ହୋଇପାରନ୍ତି ।ଶୁଭରଙ୍ଗ ପିଚ୍ ।ଶୁଭ ଅଙ୍କ ୭ ।
ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତା ରେ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ବୃଷ–ଧର୍ମ-ଧାରଣାରେ ଉତ୍ସର୍ଗକୃତ ମନୋଭାବ ରହିବ । ଧମକ୍ଷୟ ହେବାର ସମ୍ଭାବନା ଅଛି ।ବାଦନୁ ବାଦର ସମ୍ମୁଖୀନ ହେବେ ।ଶାସ୍ତ୍ରାଭ୍ୟାସୀ ହେବେ ।ବିନୀତ ସ୍ୱଭାବର ହୋଇପାରନ୍ତି ।ଶୁଭରଙ୍ଗ ଗ୍ରୀନ୍ ।ଶୁଭ ଅଙ୍କ ୧ ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ-ବିଦ୍ୱାନ୍ ହେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମିଥୁନ -ଦେବପୂଜାରେ ନିୟୋଜିତ ହେବେ । ଆୟବୃଦ୍ଧି ହେବାର ସୂଚନା ମିଳୁଛି ।ବ୍ୟବସାୟ ଲାଭ ଜନକ ହେବ ।କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବେ ।ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିପାରନ୍ତି ।ଶୁଭରଙ୍ଗ ନାରଙ୍ଗୀ ।ଶୁଭ ଅଙ୍କ ୩ ।
ଗୃହିଣୀ-ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି-ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ-ବ୍ୟାୟାମ୍ କରନ୍ତୁ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
କର୍କଟ-ବ୍ୟବସାୟ ଲାଭଜନକ ହୋଇପାରେ ।ସାଧନାରେ ସିଦ୍ଧି ଲାଭ କରିବେ । କର୍ମରେ ଢେର ଉନ୍ନତି ଆଶା କରାଯାଏ ।ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ ।ଶୁଭରଙ୍ଗ ଲାଲ୍ ।ଶୁଭ ଅଙ୍କ ୬ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ-ସଫଳତା ମିଳିବ ।
ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ସିଂହ– ଦୂର କାର୍ଯ୍ୟରେ ସଫଳତା ଅବଶ୍ୟ ମିଳିବ ।ସେବାକାର୍ଯ୍ୟରେ ନିୟୋଜିତ ହେବେ ।ଶୁଭ ସମ୍ବାଦ ପାଇ ଉତ୍ଫୁଲ୍ଲିତ ହୋଇପାରନ୍ତି । ପାରିବାରିକ ସୁଖ, ସମୃଦ୍ଧି ଆଶା କରାଯାଏ ।ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୪ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ-ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି-ସଫଳତା ହାତଛଡା ହୋଇଯିବ ।
ଛାତ୍ରଛାତ୍ରୀ-ସ୍ମରଣ ଶକ୍ତି ପାଇଁ ବୁଧ କାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
କନ୍ୟା– ଦୂରୁହ ସଂପର୍କ ବନ୍ଧୁଙ୍କ ଦ୍ୱାରା ଉପକୃତହେବେ ।ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ପରିସ୍ଥିତି ପ୍ରତିକୂଳ ରହିପାରେ । ସମ୍ମାନିତ ହେବେ ।ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୮ ।
ଚାଷୀ-ମାଟିରେ ଉର୍ବରତା ପାଇଁକୃଷିବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି-ଅର୍ଥ ହାନୀହେବ ।
ବ୍ୟବସାୟୀ-ଅର୍ଥ ହାନୀହେବ ।
ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତରହିବେ ।
ତୁଳା–ପାରିବାରିକ ବିଶୃଙ୍ଖଳାର ଅବସାନ ଘଟିପାରେ ।କର୍ମକ୍ଷେତ୍ରରେ ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ମନ ପ୍ରଫୁଲ୍ଲ ରହିବ ।ସୁଖରେ ଦିନଟି ଅତିବାହିତ କରିପାରନ୍ତି ।ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୧ ।
ଗୃହିଣୀ-ସୁଖ ଅନୁଭବ କରିବେ ।
ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ବିଛା–କୌଣସି କାରଣରୁ ମାନସିକ ସ୍ତରରେ ବିଷାଦିତ ହୋଇପାରନ୍ତି ।ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ ।ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି ।ଶୁଭରଙ୍ଗ ପିଚ୍ ।ଶୁଭ ଅଙ୍କ ୫ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତର ହିବେ ।
ଧନୁ –ସେବା ମୂଳକ କାର୍ଯ୍ୟରେ ଆଗ୍ରହୀ ହୋଇପାରନ୍ତି ।ଲେଖା-ପଢାରେ ପାରଦର୍ଶୀ ହେବେ ।ଗୃହକାର୍ଯ୍ୟରେ ଧ୍ୟାନ ଦେବେ ।ବିଭିନ୍ନ ସୂତ୍ରରୁ ଧନ ପ୍ରାପ୍ତି ରସୁଯୋଗ ସୃଷ୍ଟି ହୋଇଛି ।ଶୁଭରଙ୍ଗ ନୀଳ ।ଶୁଭ ଅଙ୍କ ୯ ।
ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ-ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।
ମକର–ପରିସ୍ଥିତି ଲାଭପ୍ରଦ ହୋଇପାରେ ।ଚିନ୍ତାଧାରା ଉନ୍ନତିମାନ ରହେବ । ନୂଆ ବନ୍ଧୁଜୁଟି ପାରନ୍ତି ।ଉତ୍ତମ ଗୃହରେ ବସତି ସ୍ଥାପନ କରିପାରନ୍ତି ।କୃଷି କାର୍ଯ୍ୟରେ ଲାଭବାନ ହେବେ ।ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୨ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ-ବିଦ୍ୱାନ୍ ହେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ଅର୍ଥ ହାନୀହେବ ।
ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
କୁମ୍ଭ -ଦେବ ଦର୍ଶନରେ ଆନନ୍ଦ ମିଳିବ ।ମନୋବଳ ଦୃଢରହିବ ।ବନ୍ଧୁ ସହଯୋଗ ପାଇ ଖୁସି ହୋଇପାରନ୍ତି ।ଉଚ୍ଚ ଆଶା ଫଳବତୀ ହେବ ।ଠାକୁରଙ୍କ ପାଇ ଖୁସି ହୋଇପାରନ୍ତି ।ଶୁଭରଙ୍ଗ ମେରୁନ୍ ।ଶୁଭ ଅଙ୍କ ୪ ।
ଗୃହିଣୀ-ଧାର୍ମିକ ହେବେ ।
ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ-ବ୍ୟାୟାମ୍ କରନ୍ତୁ ।
ରୋଗୀ-ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ମୀନ -ବାପାଙ୍କ ରୁଗ୍ନ ସ୍ୱାସ୍ଥ୍ୟ ପାଇଁ ଚିନ୍ତିତ । ଅନୁରୋଧ ରକ୍ଷାକରି ସହଯୋଗ କରିବେ ।କର୍ତ୍ତବ୍ୟ ନିଷ୍ଠ ହେବେ । ଧର୍ମ-କର୍ମ ସମ୍ପାଦନ କରିପାରନ୍ତି ।ଶୁଭରଙ୍ଗ ଲାଲ୍ ।ଶୁଭ ଅଙ୍କ ୬ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
କର୍ମଜୀବି-କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।