ଅକ୍ଟୋବର ୨୧ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | October 21, 2021 IST

ମେଷ– ପରିସ୍ଥିତି ଆୟତ୍ତାଧୀନ ହେବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଦେବ ଦର୍ଶନ କରିବାର ସୌଭାଗ୍ୟ ଉଦୟ ହୋଇଛି । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
• ଗୃହିଣୀ- ମିତ୍ରସୁଖ ପାଇବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• କର୍ମଜୀବି-କର୍ମକ୍ଷେତ୍ରରେ ଉନ୍ନତି ମିଳିବ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
• ରୋଗୀ-ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଚାଷୀ-ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।

ବୃଷ–ସତର୍କ ନ ରହିଲେ ଶତ୍ରୁମାନେ ଆକ୍ରମଣ କରିପାରନ୍ତି, ଶତ୍ରୁମାନେ ସୁଫଳ ପାଇବେ ନାହିଁ । ଆକସ୍ମିକ ସମସ୍ୟା ଦେଖା ଦେଲେବି ଯାନବାହନ ସୁଖମିଳିବ । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୨ ।
• ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ହେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

ମିଥୁନ -ପୈତୃକ ସମ୍ପତ୍ତି ଉଦ୍ଧାର କରିବାରେ ସକ୍ଷମ ହେବେ । ଆଶାବାଦୀ ସହାୟତାରୁ ଲାଭବାନ୍‌ ହେବେ । ଉତ୍ତମ ଭୋଜନ ମିଳିବ । ସ୍ୱାସ୍ଥ୍ୟ ଭଲ ରହିବ ।ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୮ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

କର୍କଟ-ନୂତନ କର୍ମରେ ଯୋଗଦାନ କରିପାରନ୍ତି । ବିବାଦୀୟ ପରିସ୍ଥିତି ଉପୁଜି ପାରେ । ଅଯଥା ବିତର୍କରେ ଭାଗ ନ ନେଇ ଚୁପ୍‌ ରହିବା ସବୁଠୁ ଭଲ । ଉତ୍ତମ ମିତ୍ର, ପୁତ୍ରବା ପୁତ୍ରବତ୍‌ ସମ୍ପଦ ଲାଭହେବ । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୬ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଚାଷୀ-ଜଳସଞ୍ଚୟ କରନ୍ତୁ ।

ସିଂହ– ଗୃହରୁ ଆନନ୍ଦ ପାଇବେ । ସୁ-ସମ୍ପଦ ପାଇ ଖୁସି ହୋଇପାରନ୍ତି । କର୍ମକ୍ଷେତ୍ରରେ ଆଗ୍ରହୀ ହେବେ । ଜ୍ଞାନ ଅର୍ଜନ ପାଇଁଲାଗି ପଡିବେ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭରଙ୍ଗ ବ୍ରାଉନ୍‌ ।ଶୁଭ ଅଙ୍କ ୩ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ-ବିଜ୍ଞହେବେ ।
• କର୍ମଜୀବି-ପ୍ରଶଂସିତହେବେ ।
• ବ୍ୟବସାୟୀ-ଅର୍ଥ ହାନୀହେବ ।
• ଗୃହିଣୀ-ଘର କାମରେବ୍ୟସ୍ତରହିବେ ।

କନ୍ୟା– ବିଚାର ଧାରାରେ ଦ୍ୱନ୍ଦ୍ୱ ଉପୁଜି ପାରେ । ବିଭିନ୍ନ ସୂତ୍ରରୁ ଧନ ଲାଭର ସୂଚନା ମିଳୁଛି । ସୁ-ସମ୍ବାଦ ପାଇ ଉତ୍‌ଫୁଲ୍ଲିତ ହେବେ । କର୍ମରେ ସଫଳତା ଲାଭ କରିବେ ।ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୭ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ତୁଳା–ଆୟହ୍ରାସ ପାଇପାରେ । ପଡୋଶୀଙ୍କ ସହ ସଦ୍‌ ଭାବନାରେ ଚଳିବେ । କାର୍ଯ୍ୟରେ ଅପୂର୍ବ ସଫଳତା ମିଳିବ । କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‌ବ୍ୟବହାର କରିପାରନ୍ତି । ଶୁଭରଙ୍ଗ ଧୂସର । ଶୁଭ ଅଙ୍କ ୪ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-କାର୍ଯ୍ୟରେସଫଳ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବିଛା–କାର୍ଯ୍ୟହ୍ରାସ ପାଇପାରେ । ପଡୋଶୀଙ୍କସହ ସଦ୍‌ଭାବନାରେ ଚଳିବେ । କାର୍ଯ୍ୟର ସଫଳ ରୂପାୟନ କରି ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟପାତ୍ର ହୋଇପାରନ୍ତି । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
• ଗୃହିଣୀ-ସୁଖଭାରା ଦିନଟି ।
• ବ୍ୟବସାୟୀ-ବନ୍ଧୁଙ୍କସହାୟତାକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-ପ୍ରମୋସନ୍‌ ମିଳିବ ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ଧନୁ –ନିଜକାର୍ଯ୍ୟ ପାଇଁ ଆନନ୍ଦ ଅନୁଭବ କରିବା ସହିତ ଗର୍ବିତ ହୋଇପାରନ୍ତି । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ସୁଖାଦ୍ୟ ପାଇ ଆନନ୍ଦ ଅନୁଭବ କରିବେ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୯ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀହେବ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।

ମକର–ବନ୍ଧୁସହାୟତା ପାଇଁ ଚଳାଇଥିବା ଚେଷ୍ଟା ଫଳବତୀ ହେବ । ବୀରତ୍ୱ ପ୍ରକାଶ ପାଇଁ ଉଦ୍ୟମ ଜାରି ରଖିବେ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ଶୁଭରଙ୍ଗ ଧୂସର । ଶୁଭ ଅଙ୍କ ୩ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ସାମାନ୍ୟସୁସ୍ଥ ଅନୁଭବ କରିବେ ।
• ଚାଷୀ-ଜଳସଞ୍ଚୟ କରନ୍ତୁ ।

କୁମ୍ଭ -ଯାତ୍ରାଦିରେ ସମ୍ମିଳିତ ହୋଇପାରନ୍ତି । ସମୟକାଟ-ଛାଣ୍ଡକରି ଅଧ୍ୟୟନରତ ହେବେ । ଯେ କୌଣସି ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସୁ-ସମ୍ବାଦ ପାଇ ଖୁସି ହେବେ । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୬ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

ମୀନ -ଦିନସାରା କାର୍ଯ୍ୟ ବ୍ୟସ୍ତ ରହିପାରନ୍ତି । କେତେକ କ୍ଷେତ୍ରରେ ଭୁଲ ବୁଝାମଣାର ବଶବର୍ତ୍ତୀ ହୋଇପାରନ୍ତି । ଅଧ୍ଚଳ ପରିଶ୍ରମ ପଡିଲେ ବି ତା’ର ମୂଲ୍ୟାଙ୍କନ ହୋଇପାରେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୧ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.