ଅକ୍ଟୋବର ୨୩ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | October 23, 2021 IST

ମେଷ– ଇଚ୍ଛା କଲେ କର୍ମଧାରାର ପରିବର୍ତ୍ତନ କରାଇ ପାରନ୍ତି । ଉଦାର ସ୍ୱଭାବ ସମ୍ପନ୍ନ ହୋଇପାରନ୍ତି । ଦାନଶୀଳ ହେବେ । ନିର୍ମଳ ଚରିତ୍ରବ୍ରତାର ପରିଚୟ ସୃଷ୍ଟି କରିବେ ।ଶୁଭରଙ୍ଗ ପିଚ୍‌ । ଶୁଭ ଅଙ୍କ ୩ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ-ବିଜ୍ଞହେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବୃଷ–ରୋଜଗାର ବୃଦ୍ଧି ହେବାର ସୂଚନା ମିଳୁଛି । ରୋଜଗାର ଉଣା କରିବାକୁ ପ୍ରତିବାଦୀ ଉଦ୍ୟମ ଚଳାଇବେ । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତି ସମ୍ପନ୍ନ ହେବେ । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୭ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ପାଇଁବିଦେଶ ଯାତ୍ରା କରିପାରନ୍ତି ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।

ମିଥୁନ -ଆୟମଧ୍ୟମ ଧରଣର ହେବ । ଲୋଭଗ୍ରସ୍ତ ହୋଇପାରନ୍ତି । ପରମ ସୌଭାଗ୍ୟଶାଳୀ ହେବେ । ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି । ପୂଜନୀୟ ହୋଇପାରନ୍ତି । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ସୁଖୀ ହେବେ ।

କର୍କଟ-ସୁଖଶାନ୍ତି ମିଳିବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ବଳଶାଳୀ ହୋଇପାରନ୍ତି ।ଉତ୍ତମ ଭୋଜନ ମିଳିବ । ଦାମ୍ପତ୍ୟଜୀବନ ସୁଖପ୍ରଦ ହେବ । ମୋକଦ୍ଦମାରେ ବିଜୟୀ ହେବେ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୨ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।

ସିଂହ– ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଚଞ୍ଚଳ ସ୍ୱଭାବର ହୋଇପାରନ୍ତି । ସ୍ନେହୀ ଓ ମିଷ୍ଟଭାଷୀ ହେବେ । ରାଜଯୋଗ ପ୍ରାପ୍ତି ଆଶା କରାଯାଏ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୭ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା– ପରିବେଶକୁ ସ୍ୱଚ୍ଛ ଓ ନିର୍ମଳ କରିବା ପାଇଁ ଉତ୍ସର୍ଗୀକୃତ ମନୋଭାବ ଗ୍ରହଣ କରିବେ । ସରକାରୀ କୃପା ଲାଭ କରିବା ସହିତ ଧନ ପ୍ରାପ୍ତ ହେବାର ସୂଚନା ମିଳୁଛି ।ସୁଖୀହେବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୩ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ତୁଳା–ଆୟ ଯଥେଷ୍ଟ ପରିମାଣର ହେବ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଦୟାଳୁ ସ୍ୱଭାବର ହେବେ । ଶୁଭରଙ୍ଗ ଧୂସର । ଶୁଭ ଅଙ୍କ ୧ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତିସଜାଗ ରହିବେ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ-ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।

ବିଛା–ପରିବେଶ ସ୍ୱଚ୍ଛ ଓ ପ୍ରଦୂଷଣମୁକ୍ତ ରହିବ । କାର୍ଯ୍ୟହାସଲ କରିବାରେ ସିଦ୍ଧହସ୍ତ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଅର୍ଥ ଲାଭହେବ । ସୁଖସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିପାରନ୍ତି । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୯ ।

• ଗୃହିଣୀ- ଧାର୍ମିକହେବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଚାଷୀ- ଶ୍ରମସାର୍ଥକ ହେବ ।

ଧନୁ –ସୁ-ସମ୍ବାଦ ପାଇ ଉତ୍‌ଫୁଲ୍ଲିତ ହେବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟରୁ ଲାଭ ପାଇବେ । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇପାରେ । ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
• ଚାଷୀ-ଜଳବାୟୁ ପ୍ରତିସତର୍କ ରୁହନ୍ତୁ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମକର–ଶିକ୍ଷା ଓ ଅଭିଜ୍ଞତା ବୃଦ୍ଧି ହେବ । ବ୍ୟବସାୟ ଲାଭଜନକ ହେବ । ସମାଜସେବୀ ହୋଇପାରନ୍ତି । ମନରେ ଅହଂଭାବ ପୋଷଣ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୧ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।

କୁମ୍ଭ -ବନ୍ଧୁବର୍ଗଙ୍କ ଦ୍ୱାରା ଉପକୃତ ହେବେ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ ।ସୁସ୍ଥ ଓ ନିରାମୟ ରହିବେ । ଚକ୍ଷୁପୀଡା ଅନୁଭବ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୮ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି-କର୍ମକ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ-ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ନୂଆବସ୍ତ୍ରଲାଭ ହେବ ।

ମୀନ -ମନରେ ଉଦ୍‌ବେଗ ଜାତ ହୋଇପାରେ । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭ ହେବ । ବ୍ୟବସାୟରୁ ପ୍ରଚୁର ଧନ ଲାଭହେବ । ଧାର୍ମିକ ଓ ତେଜସ୍ୱୀ ହୋଇପାରନ୍ତି । ଶୁଭରଙ୍ଗ କଫି । ଶୁଭ ଅଙ୍କ ୨ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-ସହଯୋଗ ମିଳିବ ।
• ଛାତ୍ରଛାତ୍ରୀ-ସ୍ମରଣଶକ୍ତି ପାଇଁ ବୁଧକାରକଚେର ବ୍ୟବହାର କରନ୍ତୁ ।
• ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.