ଅକ୍ଟୋବର ୨୬ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | October 26, 2021 IST

ମେଷ–ପତ୍ନୀଙ୍କ ସହିତ ମନୋମାଳିନ୍ୟ ହେବାର ସୂଚନା ମିଳୁଛି । ସେବାନୁ ରକ୍ତ ହୋଇପାରନ୍ତି. ଓୁବର୍ଣ୍ଣାଦି ମୂଲ୍ୟବାନ ଧାତୁ ଦ୍ରବ୍ୟ ପ୍ରାପ୍ତି ହୋଇପାରନ୍ତି । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୫ ।
• ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବୃଷ–ବ୍ୟବସାୟରେ ଲାଭବାନ ହେବେ । ସେବା ମନୋଭାବର ହୋଇପାରନ୍ତି ।ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଧୈର୍ଯ୍ୟବାନ ଓ ଶାନ୍ତ ସ୍ୱଭାବର ହେବେ ।ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।

ମିଥୁନ -ନିଜକୁ ନିଜେ ଉଚ୍ଚାସୀନ ବୋଲିମନେ କରିପାରନ୍ତି । ଚକ୍ଷୁ ଯନ୍ତ୍ରଣା ଭୋଗ କରିପାରନ୍ତି । ଭାଇମାନଙ୍କ ପ୍ରତିସ୍ନେହଭାବ ଅତୁଟ ରହିବ । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୩ ।
• ଚାଷୀ-ଜମିରଉର୍ବରତା ପାଇଁ ଜୈବିକସାରର ବ୍ୟବହାର କରନ୍ତୁ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତା ମିଳିବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

କର୍କଟ-ଶୁଭ ସମାଚାର ପାଇ ଖୁସିହେବେ । ଲିଖନ ପଠନରେ କୃତ୍ତିତ୍ତ୍ୱ ହାସଲ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଭାବେ ଧନଲାଭ ହେବ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୫ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

ସିଂହ – ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ମାତ୍ରବାକ୍ୟ ଅସଂଯମତା ଯୋଗୁଁ ଅପଦସ୍ତ ହେବାର ସୂଚନା ମିଳୁଛି । ଉଦାରସ୍ୱଭାବ ଓ ଦାନଶୀଳ ହେବେ ।ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୭ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ-ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ଅର୍ଥ ହାନୀହେବ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।

କନ୍ୟା–ମାନସିକ ସ୍ତରରେ ଦୃଢତାବୃଦ୍ଧି ପାଇବ । ଭିନ୍ନଭିନ୍ନ କ୍ଷେତ୍ରରେ ସମ୍ମାନିତ ହୋଇପାରନ୍ତି । ମନ ପ୍ରସନ୍ନରହିବ । ଥଣ୍ଡାକଫରେ ଆକ୍ରାନ୍ତ ହୋଇପାରନ୍ତି । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୯ ।
• ଗୃହିଣୀ-ଧର୍ମକାର୍ଯ୍ୟରେବ୍ୟସ୍ତ ରହିବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-ସହଯୋଗ ମିଳିବ ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• ରୋଗୀ-ସାମାନ୍ୟସୁସ୍ଥ ଅନୁଭବ କରିବେ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।

ତୁଳା–ଦୃଢମନୋବଳ ନେଇ କାର୍ଯ୍ୟ କରିବେ । ତରବର ନ ହୋଇ ଅପେକ୍ଷାରତ ହେଲେ ସଫଳତା ଅବଶ୍ୟ ମିଳିବ । ସୌଭାଗ୍ୟଶାଳୀ ହୋଇପାରନ୍ତି । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଜ୍ଞ ହେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବିଛା– ବ୍ୟବସାୟରେ ପ୍ରଭୂତ ଉନ୍ନତି ସାଧନ କରିବେ । ସୁଖଶାନ୍ତିରେ ଦିନଟି ଅତିବାହିତ ହୋଇପାରେ । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୬ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ସ୍ମରଣଶକ୍ତି ପାଇଁ ବୁଧକାରକଚେର ବ୍ୟବହାର କରନ୍ତୁ ।
• ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।

ଧନୁ –ପ୍ରତ୍ୟେକକାର୍ଯ୍ୟବୁଝିବିବାରିକରିବେ । ଚଞ୍ଚଳ ସ୍ୱଭାବର ହୋଇପାରନ୍ତି । ନିରୋଳା ସ୍ଥାନରେ ସମୟ କଟାଇବାକୁ ଇଚ୍ଚା ପ୍ରକାଶ କରିପାରନ୍ତି । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୩ ।
• ଚାଷୀ- ଶ୍ରମସାର୍ଥକ ହେବ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭହେବ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମକର–ଆପଣଙ୍କ ବିରୋଧୀମାନେ ବିରୋଦ୍ଧରୁ ଅପସରି ଯିବେ । ମୂଲ୍ୟବାନ ଦ୍ରବ୍ୟଲାଭ ହେବ । ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିବେ ।ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୬ ।
• ଗୃହିଣୀ-ଘର କାମରେ ବ୍ୟସ୍ତରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
କୁମ୍ଭ -କାର୍ଯ୍ୟସଫଳ ରୂପାୟନ କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୪ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ମୀନ – ନିର୍ଭୀକ ଭାବେ କାର୍ଯ୍ୟ କରିବେ । ଭାଗ୍ୟଶାଳୀ ହେବେ । ଭୋଗବିଳାସରେ ସମୟ ବିତାଇ ପାରନ୍ତି । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍‌ ହେବେ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୨ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ-ଜମିର ଉର୍ବରତା ପାଇଁ ଜୈବିକସାରର ବ୍ୟବହାର କରନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.