ନଭେମ୍ବର ୦୩ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | November 03, 2021 IST

ମେଷ–କୌଣସି ଏକ କାର୍ଯ୍ୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି । ପ୍ରୀତିଲାଭ ହେବ । ଭାଗ୍ୟଶାଳୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୬ ।
• ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।
ବୃଷ–ଯାତ୍ରାଶୁଭ ଦାୟକ ହେବ । ସ୍ୱାଭିମାନୀ ହୋଇପାରନ୍ତି । ଶାରିରୀକ ଦୁର୍ବଳତା ଅନୁଭବ କରିବେ । ଯୁଗ୍ମବ୍ୟବସାୟ ଲାଭଜନକ ହେବ । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୨ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁମୁକ୍ତ ହେବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ମିଥୁନ -ସୁସ୍ଥ ଓ ନିରାମୟରହିବେ । ପ୍ରୀତିଲାଭ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ମନ ବଳାଇବେ । ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୫ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ-ଆଜିକିଛି ଦିନ ସତର୍କରୁହନ୍ତୁ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ-ଯୋଜନାରେ ସଫଳତା ମିଳିବା କଷ୍ଟକର ହୋଇପାରେ । ବଦଖର୍ଚ୍ଚୀ ହେବେ ।ଭାଇମାନଙ୍କ ପ୍ରତିସ୍ନେହ ଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶୁଭରଙ୍ଗ ପିଚ୍‌ । ଶୁଭ ଅଙ୍କ ୯ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ପାଇଁବିଦେଶ ଯାତ୍ରା କରିପାରନ୍ତି ।
• ରୋଗୀ-ଅସାଧ୍ୟ ରୋଗରୁମୁକ୍ତ ହେବେ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

ସିଂହ – ବନ୍ଧୁସହଯୋଗ ପାଇ ଖୁସି ହେବେ । ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନ ଲାଭ ହୋଇପାରେ ।ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୩ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା–ଗୋଳମାଳିଆ ପରିସ୍ଥିତିରୁ ଫାଇଦା ଉଠାଇ ପାରନ୍ତି । ଉଦାର ସ୍ୱଭାବର ହେବେ । ଦାନଶୀଳ ଓ ସୁଖୀହେବେ । ବ୍ୟକ୍ତିତ୍ୱର ବିକାଶ ଘଟାଇବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୭ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ତୁଳା–ସମ୍ମାନିତ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡାକଫରେ ଆକ୍ରାନ୍ତ ହେବାର ସୂଚନା ମିଳୁଛି । ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବିଛା– ପୈତୃକକାର୍ଯ୍ୟରେ ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି । ଆଶାବାଦୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ସହନଶୀଳ ଓ ଶାନ୍ତି ପ୍ରିୟହେବେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୪ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)

ଧନୁ –କାର୍ଯ୍ୟର ଅଗ୍ରଗତି ଘଟିବ । ସୁଖୀହେବେ । ମିତ୍ରସୁଖ ମିଳିପାରେ । ସମ୍ମାନିତ ହେବାର ସୂଚନା ମିଳୁଛି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୮ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର–ଗନ୍ତବ୍ୟ ପଥରେ ବିଘ୍ନ ଉପୁଜିପାରେ । ଧନକ୍ଷୟ ହେବାର ସୂଚନା ମିଳୁଛି ।ଚଞ୍ଚଳ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୨ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

କୁମ୍ଭ -ଆୟବୃଦ୍ଧିର ସୂଚନା ମିଳୁଛି । ବନ୍ଧୁ ଓ ବିଭାଗୀୟ ସହାୟତାରୁ ଲାଭବାନ ହେବେ ।ସୁସ୍ଥ ଓ ନିରାମୟରହିବେ । ଯଶସ୍ୱୀ ହେବେ । ଶୁଭରଙ୍ଗଗ୍ରୀନ୍‌ । ଶୁଭ ଅଙ୍କ ୯ ।
• ଚାଷୀ-ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀହେବ ।
• ବ୍ୟବସାୟୀ-ନୂଆ ବ୍ୟବସାୟଲାଭ ହେବ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

ମୀନ – କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ ଓ ମନ ଫୂର୍ତ୍ତିରହିବ । କୁଳଦୀପକ ହେବ । ମନ ପ୍ରସନ୍ନରହିବ । ସୁସ୍ଥ ଓ ନିରାମୟ ରହି ପାରନ୍ତି । ଦୟାଳୁ ସ୍ୱଭାବର ହେବେ ।ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.