ନଭେମ୍ବର ୦୯ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | November 09, 2021 IST

ମେଷ– ଦିନଟି ବହୁତ ଭଲ ଓ ସମ୍ବନ୍ଧରେ ମିଷ୍ଟତା ବଜାୟ ରହିବ । କ୍ୟାରିୟରରେ ପରିବର୍ତ୍ତନ ଆଣିବାର ସଫଳ ରହିବେ । ଆର୍ଥିକ ସ୍ଥିତିରେ ଉନ୍ନତି ହେବ । ଛାତ୍ରଙ୍କୁ କମ୍‌ ପରିଶ୍ରମରେ ଯଥେଷ୍ଟ ସଫଳତା ମିଳିବ । ଶୁଭରଙ୍ଗ ଆକାଶୀ ଧଳା । ଶୁଭ ଅଙ୍କ ୭ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।
• ରୋଗୀ-ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀହେବ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବୃଷ– ଆପଣଙ୍କୁ ଭାଗ୍ୟର ପୂରାପୂରି ସାଥ ମିଳିବ । ଅଫିସରେ ଆପଣଙ୍କର ଆତ୍ମବିଶ୍ୱାସ ଦେଖି କର୍ତ୍ତୃପକ୍ଷ ପ୍ରସନ୍ନ ହେବେ । କାରବାରରେ ଅଚାନକଲାଭ ହୋଇପାରେ । ପୁରୁଣାବନ୍ଧୁଙ୍କ ସହିତ ମିଶିବା ସୁଯୋଗ ମିଳିବ । ଶୁଭରଙ୍ଗ ଫିକା ହଳଦୀଆ । ଶୁଭ ଅଙ୍କ ୨ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ-ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

ମିଥୁନ – ଆପଣଙ୍କର ନୂଆ କାର୍ଯ୍ୟରେ ରୁଚି ବଡିବ । ପରିବାରରେ ସୁଖଶାନ୍ତିର ମହୋଲ ବଜାୟ ରହିବ । ସାମାଜିକ କାର୍ଯ୍ୟ ଲାଗି ଆପଣଙ୍କୁ ସମ୍ମାନିତ କରାଯାଇପାରେ । ବ୍ୟବସାୟିଙ୍କୁ ବଢିଆ ସୁଯୋଗ ମିଳିବ । କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ । ଶୁଭରଙ୍ଗ ଲାଲ । ଶୁଭ ଅଙ୍କ ୬ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

କର୍କଟ–କାର୍ଯ୍ୟକ୍ଷେତ୍ରରେ ସ୍ଥିତି ଅନୁକୂଳ ରହିବ । ରାଜନୀତିରେ ସାକ୍ଷାତ୍‌ ଆଲୋଚନା ଭଲ ରହିବ । କଂପାନିରେ ଚାକିରି କରୁଥିବା ବ୍ୟକ୍ତି ବିଶେଷଙ୍କର ଦରମା ବୃଦ୍ଧି ହୋଇପାରେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁରହେବ । ଶୁଭରଙ୍ଗ ଧୂସର । ଶୁଭ ଅଙ୍କ ୩ ।
• ଗୃହିଣୀ- ଧର୍ଯ୍ୟବାନ୍‌ହେବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।

ସିଂହ – ଦେବୀମନ୍ଦିରରେ ପୂଜାର୍ଚ୍ଚନା କରନ୍ତୁ, ମନର ବିଶ୍ୱାସ ବୃଦ୍ଧି ହେବ । ବଡ ସୁଯୋଗ ମିଳିବା ଯୋଗୁଁ ଧନ ଲାଭହେବ । ଅଫିସ କାମ ସମୟ ପୂର୍ବରୁ ପୂରା ହୋଇଯିବ । ମହିଳାମାନଙ୍କର ରାନ୍ଧଣା ଖୁବ୍‌ ସ୍ୱାଦିଷ୍ଟ ହେବ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୧ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।
• ରୋଗୀ-ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ଧାର୍ମିକ ହେବେ ।

କନ୍ୟା – ଆପଣଙ୍କର କୌଣସି ମିତ୍ର ସାହାର୍ଯ୍ୟକାରୀ ସାବ୍ୟସ୍ତ ହେବେ । ସାମାଜିକ ସ୍ତରରେ ଆପଣଙ୍କର ଲୋକ ପ୍ରିୟତା ବୃଦ୍ଧି ହେବ । ଚାକିରି ବୃତ୍ତିରେ ଲାଭ ପାଇବେ । ପ୍ରତିଯୋଗୀ ପରୀକ୍ଷା ସମ୍ବନ୍ଧରେ ଭଲ ଖବର ପାଇବେ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୪ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ-ସ୍ମରଣଶକ୍ତି ପାଇଁ ବୁଧକାରକଚେର ବ୍ୟବହାର କରନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।

ତୁଳା– ଆପଣଙ୍କ ଲାଗି ବଢିଆ ଦିନଟିଏ । ଆପଣଙ୍କର ଉର୍ଜାକୁ ଭଲ କାମରେ ଲଗାଇବେ । ପରିଧାନ ବ୍ୟବସାୟୀ ବ୍ୟବସାୟର ବିସ୍ତାର କରିବେ । ଶିକ୍ଷକଙ୍କ ଠାରୁ ଲେଖାପଢାରେ ସଂପୂର୍ଣ୍ଣ ସହଯୋଗ ମିଳିବ । ଶୁଭରଙ୍ଗ ଗାଢଲାଲ । ଶୁଭ ଅଙ୍କ ୯ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବିଛା– ଆପଣଙ୍କ ଜୀବନ ଲାଗି ସଫଳତାର ଦିନଟିଏ । ନିଜର ସମ୍ବନ୍ଧକୁ ମଜଭୁତ କରିବା ଲାଗି ଚେଷ୍ଟା କରିବେ । ଅଫିସରେ ଆପଣଙ୍କ କାମର ପ୍ରଶଂସାର ହେବ । ବ୍ୟବସାୟରେ ଯଥେଷ୍ଟ ଲାଭହେବ । ଶୁଭରଙ୍ଗ ବାଦାମୀ । ଶୁଭ ଅଙ୍କ ୭ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ବିଜ୍ଞହେବେ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଜମିରଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ଧନୁ –ଦିନଟି ସକାରାତ୍ମକଭରା ରହିବ । ଆପଣଙ୍କୁ କୌଣସି ବଡ ସଫଳତା ମିଳିବ । ଅଫିସ କାମରେ ସହର ବାହାରକୁ ଯାଇପାରନ୍ତି । ପରିବାରରେ ସୁଖଶାନ୍ତି ବୃଦ୍ଧି ଓ ରାଜନୀତିରେ ମହତ୍ୱାକାଂକ୍ଷା ପୂରାହେବ । ଶୁଭରଙ୍ଗ ସବୁଜ । ଶୁଭ ଅଙ୍କ ୬ ।
• ଚାଷୀ-ଜଳବାୟୁବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ମକର– ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ଏଭଳି ଲୋକଙ୍କ ସହିତ ଆପଣଙ୍କର ସାକ୍ଷାତ୍‌ ଆଲୋଚନା ହେବ, ଯାହାକି ଭବିଷ୍ୟତରେ ଲାଭଦାୟକ ସାବ୍ୟସ୍ତ ହେବେ ।ବେପାର ବାଣିଜ୍ୟରେ ଲାଭ ପାଇବେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୪ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

କୁମ୍ଭ -ଦିନଟି ମିଶ୍ରିତ ପ୍ରତିକ୍ରିୟା ରହିବ । ବଡ ନିବେଶରେ ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ବଢିଆରହିବ । ସ୍ୱାସ୍ଥ୍ୟରେ ସମସ୍ୟା ଉତ୍ପନ୍ନ ହୋଇପାରେ । ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୨ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ-ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଛାତ୍ରଛାତ୍ରୀ-ବିଜ୍ଞହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ସୁଖଭାରା ଦିନଟି ।

ମୀନ – କର୍ମକ୍ଷେତ୍ରରୁ ଫେରିବା ବେଳକୁ ଘରର ଅଶାନ୍ତ ପରିବେଶ କେତେକାଂଶରେ ଶାନ୍ତ ପଡି ଯାଇପାରେ । ବାଟରେ ବନ୍ଧୁଙ୍କୁ ଭେଟି ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରି ପାରନ୍ତି । ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଶୁଭରଙ୍ଗ କ୍ରିମ୍‌ । ଶୁଭ ଅଙ୍କ ୫ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• କର୍ମଜୀବି- କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ- ଥଣ୍ଡାକାଷ ହୋଇପାରେ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.