Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୫ କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ ଏବେ କମିବନି ବର୍ଷା, ଆସୁଛି ଆଉ ଏକ ଲଘୁଚାପ
  • ||
  • ବଳଙ୍ଗା ଥାନାରେ ବିସ୍ଫୋରଣ : ଫାଟିଗଲା କାନ୍ଥ, ଆସବାବପତ୍ର ନଷ୍ଟ
  • ||

ହକିରେ ଭାରତର ଜବରଦସ୍ତ କମବ୍ୟାକ୍, ସ୍ପେନକୁ ୩-୦ରେ ମାତ୍ ଦେଲା ଟିମ୍ ଇଣ୍ଡିଆ

27/07/2021 at 8:30 AM

ଜାପାନ୨୭/୭ : ଆଜି ଟୋକିଓ ଅଲିମ୍ପିକ୍ସର ପଞ୍ଚମ ଦିନ । ପ୍ରଥମ ଚାରି ଦିନରେ ଭାରତ ଏପର୍ଯ୍ୟନ୍ତ ଗୋଟିଏ ପଦକ ପାଇଛି । ଯାହା ପ୍ରଥମ ଦିନରେ ଭାରୋତ୍ତୋଳନରେ ମିରବାଇ ଚାନୁଙ୍କୁ ମିଳିଥିଲା । ପଞ୍ଚମ ଦିନରେ ଭାରତୀୟ ପୁରୁଷ ହକି ଦଳ ଏକ ଜବରଦସ୍ତ ବିଜୟ ହାସଲ କରିଛି । ଫଳରେ କ୍ୱାର୍ଟର ଫାଇନାଲକୁ ପ୍ରବେଶ କରିବାର ଆଶା ଭାରତର ଜୀବନ୍ତ ହୋଇଛି । ପୁରୁଷ ହକି ଦଳ ପୂର୍ବ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ବିପକ୍ଷରେ ୭-୧ରେ ପରାସ୍ତ ହୋଇଛି ।

ସୌରଭ ଚୌଧୁରୀ ଏବଂ ମନୁ ଭକରଙ୍କ ଯୋଡି ସୁଟିଂରେ ନିରାଶ କରିଛନ୍ତି । ଭାରତୀୟ ହକି ଦଳ ସ୍ପେନକୁ ୩-୦ ରେ ପରାସ୍ତ କରିଛି । ଏହି ମ୍ୟାଚ୍‌ରେ ଟିମ୍ ଇଣ୍ଡିଆ ଆରମ୍ଭରୁ ନିଜର ଦବଦବା ଜାହିର କରିଥିଲା । ମ୍ୟାଚରେ ଭାରତର ରୁପିନ୍ଦର ପାଲ ସିଂ ଦୁଇଟି ଗୋଲ ସ୍କୋର କରିଥିବାବେଳେ ସିମରଞ୍ଜିତ ଗୋଟିଏ ଗୋଲ ସ୍କୋର କରିଛନ୍ତି । ଯଦିଓ ସ୍ପେନ୍ ଏଥିରେ ତିନୋଟି ପେନାଲ୍ଟି କର୍ଣ୍ଣର ପାଇଥିଲା । କିନ୍ତୁ ସେମାନେ ଗୋଟିଏ ବି ଗୋଲ୍ ସ୍କୋର କରିପାରିନଥିଲେ ।

   Related Posts