Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ପଦକ ଆଡକୁ ଅଗ୍ରସର ହେଲେ ପିଭି ସିନ୍ଧୁ, ତୀରନ୍ଦାଜରେ ନିରାଶ କଲେ ତରୁଣଦୀପ

28/07/2021 at 8:56 AM

ଜାପାନ ୨୮/୭ : ଟୋକିଓ ଅଲିମ୍ପିକ୍ସରେ ଭାରତର ତାରକା ବ୍ୟାଡମିଣ୍ଟନ ଖେଳାଳି ପି.ଭି ସିନ୍ଧୁ ଦମଦାର ପ୍ରଦର୍ଶନ କରିଛନ୍ତି । ଅନ୍ୟ ଏକ ସହଜ ବିଜୟ ସହିତ ପିଭି ସିନ୍ଧୁ ପ୍ରି-କ୍ୱାର୍ଟର ଫାଇନାଲରେ ପ୍ରବେଶ କରିବାରେ ସଫଳ ହୋଇଛନ୍ତି । ସିନ୍ଧୁ ହଂକଂ ଖେଳାଳି ୨୧-୯, ୨୧-୧୬ ରେ ପରାସ୍ତ କରିଛନ୍ତି । ଫଳରେ ସିନ୍ଧୁଙ୍କଠାରୁ ପଦକ ଆଶା କରିଛି ଭାରତ ।

ସେପଟେ ତୀରନ୍ଦାଜରେ ଭାରତ ଆଉ ଏକ ନିରାଶା ପାଇଛି । ଭାରତର ତରୁଣଦୀପ ରୟ ରାଉଣ୍ଡ ଅପ ୩୨ରୁ ବାହାରି ଯାଇଛନ୍ତି । ଇଟାଲୀ ଖେଳାଳିଙ୍କ ହାତରେ ତରୁଣଦୀପ ରୟଙ୍କୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଛି । ତେବେ ତରୁଣଦୀପ ସକାଳେ ତାଙ୍କର ପ୍ରଥମ ମ୍ୟାଚ୍ ଜିତିଥିଲେ । କିନ୍ତୁ ତରୁଣଦୀପ ରୟ ତାଙ୍କର ବିଜୟ ଧାରା ଜାରି ରଖିପାରିନଥିଲେ ।

   Related Posts