ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗ, ବିଜେଡିରୁ ଦୁଇ ବିଧାୟକ ସସପେଣ୍ଡ

NEWS7
tokyo-paralympics-badminton-mens-singles-sl4-yathiraj-suhas-and-tarun-tspo

ଭୁବନେଶ୍ଵର: ରାଜ୍ୟର ମୁଖ୍ୟ ବିରୋଧୀ ଦଳ ବିଜେଡି ଗୁରୁବାର ଦଳରୁ ଦୁଇ ଜଣ ବିଧାୟକଙ୍କୁ ନିଲମ୍ବିତ କରିଛି। ଦଳ ସଭାପତି ନବୀନ ପଟ୍ଟନାୟକ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର ସସପେଣ୍ଡ କରିଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଦୁଇ ବିଧାୟକଙ୍କୁ ସସପେଣ୍ଡ କରାଯାଇଛି। ଏ ନେଇ ବିଜେଡି ପକ୍ଷରୁ ପ୍ରେସ୍ ବିବୃତି ଜାରି କରାଯାଇଛି।
News updating...