Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • କମିବାରେ ଲାଗିଛି କରୋନା ସଂକ୍ରମଣ, ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୬୪୨ ଆକ୍ରାନ୍ତ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||
  • ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦେଲା କୃଷକ ସଂଗଠନ
  • ||
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||

ଓଲଟିଲା ଟମାଟୋ ବୋଝେଇ ପିକ୍ଅପ୍ ଭ୍ୟାନ୍, ବୋହି ନେଇଗଲେ ଲୋକେ

19/11/2020 at 12:59 PM

ମୁନିଗୁଡା ୧୯।୧୧: ବରଗଡ଼ରୁ ରାୟଗଡା ଆଭିମୁଖେ ଯାଉଥିବା ଟମାଟୋ ବୋଝେଇ ପିକ୍ଅପ୍ ଭ୍ୟାନ୍ ଭାରସାମ୍ୟ ହରାଇ ୨୦ଫୁଟ ତଳକୁ ଖସିପଡିଛି । ଅଳ୍ପକେ ବର୍ତିଲେ ଡ୍ରାଇଭର ଓ ହେଲପର । ଏଭଳି ଏକ ଘଟଣା ଦେଖିବାକୁ ମିଳିଛ ରାୟଗଡା ଜିଲ୍ଲା ବିଷମକଟକ ଥାନାରୁ ମାତ୍ର ୧ କିଲୋମିଟର ଦୂରରେ ଥିବା ମାର୍କମା ସେତୁ ନିକଟରେ ।

ସୂଚନାଯୋଗ୍ୟ ଯେ, ଗୁରୁବାର ଭୋରରୁ ପିକ୍ଅପ୍ ଭ୍ୟାନଟି ବରଗଡ଼ରୁ ଟମାଟୋ ନେଇ ରାୟଗଡା ଅଭିମୁଖେ ଯାଉଥିବା ବେଳେ ବିଷମ କଟକ ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ଘଟିଥିଲା । ଏହି ପିକ୍ଅପ୍ ଭ୍ୟାନ୍ ରେ ମୋଟ୍ ୧୦୦ପେଟି ଟମାଟୋ ଥିବା ଜଣା ପଡ଼ିଛି । ଯାହାର ଆନୁମାନିକ ମୂଲ୍ୟ ୬୫ ହଜାର ଟଙ୍କା ହେବ । ପୋଲିସ ଘଟଣାସ୍ଥଳକୁ ପହଞ୍ଚିବା ପୂର୍ବର ଆଖ ପାଖର ଲୋକେ ଏହି ସବୁ ଟମାଟୋ ଉଠାଇ ନେଇଯାଉଥିବା ଦେଖିବା ପାଇଁ ମିଳିଥିଲା ।

   Related Posts