Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ନଖରା ସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ନିକଟ‌ରେ ଅଗ୍ନିକାଣ୍ଡ
  • ||
  • ରାଉରକେଲା : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଦୁଇ ଜଣଙ୍କ ମୃତ୍ୟୁ
  • ||
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||

କାଲି ଭାରତ ବନ୍ଦ ଯୋଗୁଁ ଗୃହରେ ଅନୁପସ୍ଥିତ ରହିବେ କଂଗ୍ରେସ ବିଧାୟକ

9/09/2018 at 3:36 PM

ଭୁବନେଶ୍ୱର ୯/୯ : ତୈଳ ଦର ବୃଦ୍ଧି ପ୍ରତିବାଦରେ ଆସନ୍ତାକାଲି ଭାରତ ବନ୍ଦ ଡାକରା ଦେଇଛି କଂଗ୍ରେସ । ଏଥିପାଇଁ କାଲି ଗୃହରେ ଅନୁପସ୍ଥିତ ରହିବେ କଂଗ୍ରେସ ବିଧାୟକ, ତେଣୁ ଗୃହକୁ ଦିନ ୩ଟା ଯାଏଁ ମୁଲତବୀ ରଖିବାକୁ ଦାବି କରିଛି କଂଗ୍ରେସ । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସାମ୍ବାଦିକ ସମ୍ମିଳନୀ ଏହି ଦାବି କରିଛନ୍ତି । ବନ୍ଦରୁ ବାଦ୍ ରହିବ ସମସ୍ତ ଜରୁରୀକାଳୀନ ସେବା । ଶାନ୍ତିପୂର୍ଣ୍ଣ ଭାବେ ବନ୍ଦ ପାଳନ କରାଯିବ ବୋଲି ନିରଞ୍ଜନ କହିଛନ୍ତି । ଏହି ବନ୍ଦରେ ଅନେକ ଛୋଟ ରାଜନୈତିକ ଦଳ ଏବଂ ସଂଗଠନ ସାମିଲ ହେବେ ବୋଲି ପିସିସି ସଭାପତି କହିଛନ୍ତି । ବନ୍ଦକୁ ସଫଳ କରିବା ଲାଗି ସ୍ବେଚ୍ଛାକୃତ ଭାବେ ସାମିଲ ହେବାକୁ ଲୋକଙ୍କୁ ଅନୁରୋଧ କରିଛି କଂଗ୍ରେସ । ଭରତ ବନ୍ଦ ସମୟରେ ଯେପରି ସ୍କୁଲ ଛାତ୍ରଛାତ୍ରୀ ମାନେ କୌଣସି ସମସ୍ୟାରେ ନ ପଡନ୍ତି ସେଥିପାଇଁ କାଲି ସବୁ ସ୍କୁଲ ବନ୍ଦ ନେଇ ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି ।

   Related Posts