ଆସନ୍ତାକାଲି ରବିବାର ରାଶିଫଳ : ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | January 30, 2021 IST

ଭୁବନେଶ୍ବର ୩୦/୦୧ : ମେଷ – ପୂର୍ବସମସ୍ୟା ଆଜି ହଠାତ୍ ସମାଧାନ ହୋଇଯିବ । କୃତ୍ତିକା ନକ୍ଷତ୍ରକୁ ବାକ୍ ଅସଂଯମତା ଯୋଗୁଁ ସୁସମ୍ପର୍କ ବ୍ୟାହତ ହୋଇପାରେ । ଶୁଣାକଥାକୁ ବିଶ୍ୱାସ କରି ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ବୃଷ – ଯେକୌଣସି କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତି ପ୍ରତି ସତର୍କ ରହିବା ଭଲ । ବ୍ୟବସାୟରେ କିଛି ଅସୁବିଧା ନ ଥିଲେ ମଧ୍ୟ ବେପାର ସନ୍ତୋଷଜନକ ହେବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ସୁଖୀ ହେବେ ।

ମିଥୁନ - ତରବରିଆ ପଦକ୍ଷେପ ନେଲେ ସମସ୍ୟା ବଢିଯାଇପାରେ । ପୂର୍ବରୁ ଥିବା ମାଲିଲୋକଦ୍ଦମା, ଆଗାମୀ ପ୍ରମୋଶନ ଓ ଅଯଥା ଟେନ୍ସନ ସୃଷ୍ଟି ହୋଇ ମନକୁ ଭାରାକ୍ରାନ୍ତ କରିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

କର୍କଟ – ଅପୂରଣୀୟ ଆଶା ପୂରଣର ଅନୁକୂଳ ବାତାବରଣ ସୃଷ୍ଟି ହେବ । ପୁଷ୍ୟା ନକ୍ଷତ୍ର ସକାଶେ ଆତ୍ମୀୟମାନେ ଶତ୍ରୁତା କଲେ ବି କିଛି ଅସୁବିଧା ହେବନି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ସିଂହ – ସାଧାରଣ କଥାକୁ କେନ୍ଦ୍ରକରି ମାଧ୍ୟାହ୍ନେ ମନରେ ବିରକ୍ତି ସୃଷ୍ଟି ହୋଇପାରେ । ଅଭାବ ଓ କେତେକ ପାରିବାରିକ ଅସୁବିଧା ଓ ଅସାମ୍ୟତା କର୍ମକ୍ଷେତ୍ରକୁ ବିଳମ୍ବିତ କରିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଅର୍ଥ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କନ୍ୟା – ପ୍ରତ୍ୟେକ କାମ ମନ ପୁତାବକ ନ ହେବା ଯୋଗୁଁ କ୍ଷୁବ୍ଧ ହୋଇପାରନ୍ତି । ପରିବାର ଭିତରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ତୁଳା – ପ୍ରତିବନ୍ଧକ ଲାଗି ରହିବା କାରଣରୁ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ । ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ନ ରହିଲେ ବିବାଦ ଘେରରେ ପଡିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

ବିଛା – ଦୀର୍ଘଦିନର ସ୍ୱାସ୍ଥ୍ୟ ସମସ୍ୟାର ସମାଧାନ ହୋଇପାରେ । ପ୍ରତିଦ୍ୱନ୍ଦ୍ୱିତା କାରଣରୁ ଶିଳ୍ପ ଓ ବାଣିଜ୍ୟରେ ଉନ୍ନତିର ବାଧା ସୃଷ୍ଟି ହେବ ।  ଶୁଭ ଅଙ୍କ ପିଚ୍ । ଶୁଭ ଅଙ୍କ ୪ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ଧନୁ – ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିପାରନ୍ତି, ଅବଶ୍ୟ ବିଶେଷ କିଛି ଗୁରୁତର ଅବସ୍ଥା ଆସିବ ନାହିଁ । ଶତ୍ରୁ ଆପଣଙ୍କ ପଛରେ ଛାଇ ଭଳି ଲାଗି ରହିବେ ଏବଂ କିଛିନା  କିଛି ସମସ୍ୟା ସୃଷ୍ଟି କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର – ସ୍ୱାସ୍ଥ୍ୟସମସ୍ୟା, ବ୍ୟବସାୟ, ଯାତ୍ରା ସମ୍ବନ୍ଧୀୟ କେତେକ ଚିନ୍ତା ମନକୁ ବ୍ୟାକୁଳିତ କରିପାରେ ।  ହୋଟେଲ ବ୍ୟବସାୟରେ ସଫଳତା ହାସଲ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

କୁମ୍ଭ  - ଶତଭିକ୍ଷା ନକ୍ଷତ୍ର କଠିନ ପରିଶ୍ରମଜନିତ ସ୍ନାୟବିକ ଦୁର୍ବଳତା ଅନୁଭବ କରିପାରନ୍ତି । ଅସମର୍ଥିତ ସୂତ୍ରରୁ ହଠାତ୍ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ପରକୁ ଆପଣାର କରିବେ ।

ମୀନ - ଆଜି ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ନିଶ୍ଚିତ ମିଳିବ । ଉତ୍ତରଭାଦ୍ରବ ନକ୍ଷତ୍ର ଯାତ୍ରା, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ସାବଧାନ ରୁହନ୍ତୁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- କର୍ମଚଞ୍ଚଳ ରହିବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.