Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ଦେଶର ଟପ୍ ଟେନ୍ ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ତିନି ଓଡ଼ିଆ, ଇଣ୍ଡିଆ ଟୁଡେ ପକ୍ଷରୁ ପ୍ରକାଶ ପାଇଛି ରିପୋର୍ଟ

19/10/2020 at 8:21 AM

ନୂଆଦିଲ୍ଲୀ ୧୯।୧୦: ଇଣ୍ଡିଆ ଟୁଡେ ପ୍ରକାଶ କରିଥିବା ଦେଶର ଟପ୍ ଟେନ୍ ପ୍ରଭାବଶାଳୀ ବ୍ୟକ୍ତି ବିଶେଷଙ୍କ ମଧ୍ୟରେ ରହିଛନ୍ତି ତିନି ଜଣ ଓଡ଼ିଆ। ବଡ଼ କଥା ହେଉଛି ସବୁଠାରୁ ଟପରେ ରହିଛନ୍ତି ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ ମିଶ୍ର ରହିଛନ୍ତି।

କେନ୍ଦ୍ର ସରକାରଙ୍କ ପ୍ରମୁଖ ନିଷ୍ପତ୍ତି ନେବାରେ ପି.କେ ମିଶ୍ରଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ ରହିଛି । ଯାହାକୁ ଦେଖି ଦେଶର ଟପ୍ ଟେନ୍  ପ୍ରଶାସକଙ୍କ ମଧ୍ୟରେ ପ୍ରଥମ ସ୍ଥାନରେ ରହିଛନ୍ତି ପି.କେ ମିଶ୍ର, ଯେତେବେଳେ କି ଦ୍ବିତୀୟ ସ୍ଥାନରେ ରହିଛନ୍ତି ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ ଡୋଭାଲ। କାଶ୍ମୀରୁ ଧାରା ୩୭୦ ଉଚ୍ଛେଦ ହେଉ କିମ୍ବା ଚୀନ ସହିତ ଟକ୍କର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବାରେ ଆଗରେ ରହିଥାନ୍ତି ଅଜିତ ଡୋଭାଲ ।

ଏହି ତାଲିକାରେ ତୃତୀୟ ସ୍ଥାନରେ ରହିଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । କରୋନା ଲକଡାଉନ ଓ ଆର୍ଥିକ ମାନ୍ଦାବସ୍ଥା ସମୟରେ ଆରବିଆଇର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ଶକ୍ତକାନ୍ତ ଦାସ । ସେହିପରି ଏହି ତାଲିକାରେ ସପ୍ତମ ସ୍ଥାନରେ ରହିଛନ୍ତି ଆଉ ଜଣେ ଓଡ଼ିଆ । ସେ ହେଲେ ଜାମ୍ମୁ ଓ କାଶ୍ମୀରର ପୂର୍ବତନ ରାଜ୍ୟପାଳ ଏବଂ ସିଏଜି ଜି ସି ମୁର୍ମୁ। ସିଏଜି ହିସାବରେ ଦେଶରେ କେଉଁଠି ଦୁର୍ନୀତି ବା ଅନିୟମିତତା ରହିଛି ତାହା ଧରିବାରେ ସିଏଜିଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି।

   Related Posts