Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ମହାପ୍ରସାଦକୁ ଅସମ୍ମାନ, ସମୁଦ୍ର କୂଳରେ ଚପଲ ପିନ୍ଧି ମହାପ୍ରସାଦ ସେବନ କଲେ ପର୍ଯ୍ୟଟକ : ଭିଡିଓ ଭାଇରାଲ୍

19/10/2021 at 5:55 PM

ପୁରୀ ୧୯।୧୦: ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମହାପ୍ରସାଦକୁ ଅସମ୍ମାନ । ପୁରୀ ଲାଇଟ୍ ହାଉସ୍ ଅଞ୍ଚଳ ସମୁଦ୍ର କୂଳର ସିଟିଙ୍ଗ ୱାଲ ଉପରେ ବସି ଚପଲ ପିନ୍ଧି କିଛି ପର୍ଯ୍ୟଟକ ମହାପ୍ରସାଦ ସେବନ କରୁଥିବା ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି । କୋଟି କୋଟି ହିନ୍ଦୁଙ୍କ ଭାବାବେଗ ସହ ଜଡିତ ଶ୍ରୀଜିଉଙ୍କ ମହାପ୍ରସାଦ ଦୁର୍ମୁଲ୍ୟ ହୋଇଥିବା ବେଳେ ଚପଲ ପିନ୍ଧି ମହାପ୍ରସାଦ ସେବନ କରିବା ନିଶ୍ଚିତ ଭାବେ ନିନ୍ଦନୀୟ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି ।

   Related Posts