Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ଟ୍ରାକ୍ଟର ଓଲଟି ଜଣେ ମୃତ, ୨୦ରୁ ଅଧିକ ଆହତ

11/11/2019 at 10:44 PM

ବୁର୍ଲା ୧୧।୧୧  ଟ୍ରାକ୍ଟର ଓଲଟି ଜଣେ ମୃତ, ୨୦ରୁ ଅଧିକ ଆହତ । ଆଜି ସଂଧ୍ୟା ରେ ମରାକୁଟା ନିକଟରେ ଏକ  ଟ୍ରାକ୍ଟର ଓଲଟି ପଡିବାରୁ ଡ୍ରାଇଭରର ମୃତ୍ୟୁ ହୋଇଛି । ମୃତ ଡ୍ରାଇଭର ଈଶ୍ବର କଣ୍ଟା । ଟ୍ରାକ୍ଟରରେ ୪୦ରୁ ଅଧିକ ଶ୍ରମିକ ବସିଥିଲେ ।

 ଠିକାଦାର ପାଖରୁ କାମ ସାରି ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ର ଶିକାର ହୋଇଥିଲେ । ଆହତ ଯାତ୍ରୀଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।ସେମାନଙ୍କ ମଧ୍ୟରୁ ୨ଜଣ ଗୁରୁତରଙ୍କୁ ବୁର୍ଲା ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

   Related Posts