Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟ୍ରୋଲିଂ ଗାଡିକୁ ଚକ୍‌ମା ଦେଇ ଖସିଯିବା ବେଳେ ଗୋଡାଇ ଗୋଡାଇ କାବୁ କଲା ପୋଲିସ: ଅଟୋରୁ ବିପୁଳ ଗଞ୍ଜେଇ ଜବତ, ୫ ଗିରଫ
  • ||
  • ମାତ୍ର ୬୦ ସେକେଣ୍ଡରେ ଜଣାପଡିବ ଶରୀରର ରକ୍ତ ସର୍କରା, ଛୁଞ୍ଚିର ଭୟ ରହିବନି… ଆସିଗଲା ନୂଆ ମେସିନ୍
  • ||
  • ଖଲ୍ଲିକୋଟ : ପଞ୍ଚାୟତ ନିର୍ବାଚନ ପାଇଁ ଗଞ୍ଜାମ ଜିଲ୍ଲାର ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ, ମୈଦାନରେ ୧୩ ହଜାର ୬୭୫ ପ୍ରାର୍ଥୀ
  • ||
  • ସମ୍ବଲପୁର : ଭୀମସାର ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୋଡ ଭାଙ୍ଗିବା ସହ ଶରୀରରେ ଲାଗିଛି ଆଘାତ
  • ||
  • ଭୁବନେଶ୍ବର : ଜାଲ୍‌ ପ୍ରମାଣପତ୍ର ଦେଇ ୩କୋଟି ୬୮ଲକ୍ଷ ଟଙ୍କା ଠକେଇ ଅଭିଯୋଗ, ପିଏନବି ପୂର୍ବତନ ମୁଖ୍ୟ ପରିଚାଳକ ସମେତ ୩ ଗିରଫ
  • ||
  • ଭୁବନେଶ୍ବର : କୋଭିଡ୍‌ର କେବେ ବି ଅନ୍ତ ହେବନାହିଁ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ କମିବା ନେଇ ମିଳିଲାଣି ସଂକେତ : SRC
  • ||
  • ପୁରୀ : ମହିଳାଙ୍କ ଅଶ୍ଳୀଳ ଫଟୋ ଓ ଭିଡିଓ ଭାଇରାଲ୍ ପଡିଲା ମହଙ୍ଗା, ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୪୨୬ କୋଭିଡ୍ ପଜିଟିଭ୍, ୧୨୨୫୨୬୮ରେ ପହଞ୍ଚିଲା ସଂଖ୍ୟା
  • ||

ଦୁର୍ଘଟଣା : ଟ୍ରାକ୍ଟର ଓଲଟି ୨ଜଣ ଗୁରୁତର ୩ ଜଣ ଆହତ

16/12/2018 at 2:34 PM

କେନ୍ଦୁଝର ୧୬/୧୨: ଘସିପୁରା ଥାନା ଶାଳପଡା ନିକଟରେ ଟ୍ରାକ୍ଟର ଓଲଟି ୫ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ କଟକ ସ୍ଥାନାନ୍ତର କରାଯାଇଛି । ଠିକା ସଂସ୍ଥା କାମରେ ନିୟୋଜିତ ଏହି ଟ୍ରାକ୍ଟରରେ ନିର୍ମାଣ ସାମଗ୍ରୀ ସହ ଠିକା ସଂସ୍ଥାର କର୍ମଚାରୀମାନେ ବସି ଯାଉଥିବା ସମୟରେ କନକମରୀ ମହିଳା ମହାବିଦ୍ୟାଳୟ ଛକ ନିକଟରେ ହଠାତ୍ ଭାରସାମ୍ୟ ହରାଇ ଓଲଟି ପଡିଥିଲା।  ଫଳରେ ଗାଡି ଉପରେ ବସିଥିବା କର୍ମଚାରୀ ସେକ୍ ଜେନାଉଦ୍ଦିନ୍, ସେକ ମୁସରିନ, ଏମ ସରୋଜିନୀ , ସେକ୍ ରାନୁ ସହ ଅନ୍ୟ ଜଣେ ଆହତ ହୋଇଥିଲେ। ଖବର ପାଇ ପୋଲିସ୍ ତଦନ୍ତ  ଆରମ୍ଭ କରିଛି ।

   Related Posts