Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||
  • ମଙ୍ଗଳବାର ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା, ମିଳିବ ନିର୍ବାଚନୀ ଚିହ୍ନ
  • ||

ଖଳାରେ ଫସଲ ଅମଳ ବେଳେ ଟ୍ରାକ୍ଟରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲା ଧାନ

4/12/2021 at 3:49 PM

ପଦ୍ମପୁର ୪।୧୨:  ବରଗଡ ଜିଲ୍ଲା ପାଇକମାଲ ବ୍ଲକ ରଣଜିତପୁର ଗ୍ରାମର କୄଷ୍ଣଚନ୍ଦ୍ର ସାହୁ ନାମକ ଜଣେ ଚାଷୀ ନିଜ ଖଳାରେ ଟ୍ରାକ୍ଟର ଓ ଥ୍ରେସର ଯୋଗେ ଧାନ ଅମଳ କରୁଥିଲେ । ସେହି ସମୟରେ ଟ୍ରାକ୍ଟରଟି ଗରମ ହୋଇ ପାଖରେ ଥିବା ପାଳରେ ନିଆଁ ଲାଗି ଟ୍ରାକ୍ଟରରେ ମଧ୍ୟ ନିଆଁ ଲାଗିଯାଇଥିଲା । କିଛି ପରିମାଣରେ ଧାନରେ ମଧ୍ୟ ନିଆଁ ଲାଗି ଯାଇଥିଲା । ଏହାପରେ ପାଖରେ ଥିବା ଲୋକେ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ । ଯାହା ଫଳରେ ଧାନ ଗଦା ନିଆଁ ଲାଗିବାରୁ ବର୍ତ୍ତି ଯାଇଥିଲା କିନ୍ତୁ ଟ୍ରାକ୍ଟର ଓ ପାଳ ହୁ ହୁ ହୋଇ ଜଳି ଉଠିଥିଲା । ସ୍ଥାନୀୟ ଲୋକେ ନିଆଁକୁ ଆୟତ୍ତ କରିବାରେ ସକ୍ଷମ ହୋଇଥିଲେ । ଯାହା ଫଳରେ ଚାଷୀର ତିନି ଏକର ଜମିରୁ ଅମଳ ହୋଇଥିବା ଧାନ ବର୍ତ୍ତି ଯାଇଥିଲା ।

   Related Posts