Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ଟ୍ରାକ୍ଟର ଓଲଟି ଜଣେ ମୃତ, ବଡ ଭାଇ ଆଗରେ ଚାଲିଗଲା ସାନ

9/05/2021 at 11:49 AM

ରାଇରଙ୍ଗପୁର,୦୯ ।୫ : ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ଟ୍ରାକ୍ଟର। ଟ୍ରାକ୍ଟରରେ ଚାପି ଜଣେ ମୃତ । ଦୁଇ ଗୁରୁତର। ମୃତକ ହେଲେ ବାସିଙ୍ଗି କଲୋନୀ ସାହିର ମୁକୁନ୍ଦ କାରୁଆ ।

ସୂଚନା ଅନୁଯାୟୀ  ଟ୍ରାକ୍ଟରରେ ତିନି ଜଣ ଦ୍ରୁତଗତିରେ ଆସୁଥିଲା ବେଳେ ବହଳଦା ଥାନା ବାସିଙ୍ଗି ନିକଟ ଜାତୀୟ ରାଜପଥ ୨୨୦ରେ ଡ୍ରାଇଭର ନିୟନ୍ତ୍ରଣ ହରାଇଥିଲେ । ଫଳରେ ଏହା ରାସ୍ତା କଡ଼କୁ ଓଲଟି ପଡିଥିଲା। ଟ୍ରାକ୍ଟରରେ ଚାପିହୋଇ ଜଣଙ୍କର ମୃତ୍ୟୁ ହୋଇଥିଲା ବେଳେ ଅନ୍ୟ ଦୁଇଜଣ ଗୁରୁତର ହୋଇଛନ୍ତି।

ଗୁରୁତର ଦୁଇଜଣଙ୍କୁ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ତିନିଜଣଙ୍କ ମଧ୍ୟରୁ ସାନଭାଇର ମୃତ୍ୟୁ ହୋଇଥିଲା ବେଳେ ବଡ଼ଭାଇକୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଟ୍ରାକ୍ଟର କିଏ ଚଳାଉଥିଲା ସ୍ପଷ୍ଟ ହୋଇ ନ ଥିବା ବେଳେ ପୋଲିସ ଘଟଣାସ୍ଥଳ ରେ ପହଂଚି ତଦନ୍ତ ଆରମ୍ଭ କରିଛି।

   Related Posts