Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର : ୪ମୃତ, ୩ ଗୁରୁତର

24/03/2020 at 8:00 AM

କଳାହାଣ୍ଡି ୨୪।୦୩ : କଳାହାଣ୍ଡି ଥୁଆମୁଳ ରାମପୁର  କାଦୋପଲା ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଚାରିଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ତିନିଜଣ ଗୁରୁତର ଥିବା ଜଣାପଡିଛି । ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ଥୁଆମୁଳ ରାମପୁର କାଦୋପଲା ଛକ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା ଟ୍ରାକ୍ଟର ।  ଭବାନୀପାଟଣା ହିଲ୍ ଟାଉନରୁ ଛାତ ଢଳାଇ କାମରେ ନିୟୋଜିତ ଶ୍ରମିକଙ୍କୁ ଲାବଣ୍ୟଶର ଗାଁ କୁ ଛାଡି ଯାଉଥିଲା ଟ୍ରାକ୍ଟର ।  ମୃତକ ହେଲେ ଦ୍ରୁପତୀ ମାଝୀ, ଗାୟତ୍ରୀ ମାଝୀ, ଉର୍ମେ ମାଝୀ ଓ ମାନସ ମାଝୀ । ଗୁରୁତର ତିନି ଜଣଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

   Related Posts