Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ଘର ଭିତରକୁ ପଶିଗଲା କାଠ ବୋଝେଇ ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

9/11/2021 at 5:59 PM

ପାଟଣା ୯।୧୧: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଚମ୍ପୁଆ କେଟି ରୋଡ଼ ନନ୍ଦପୁର ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ ଘର ଭିତରକୁ ପଶିଗଲା କାଠ ବୋଝେଇ ଟ୍ରାକ୍ଟର । ଫଳରେ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଗ୍ରାମର ବିଧବା ମହିଳା ଫିରକି ମୁଣ୍ଡାଙ୍କ ପରିବାର ଲୋକେ ଘରେ ଥିବା ସମୟରେ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ଘର ଭିତରକୁ ପସିଯାଇଥିଲା । ଖବର ପାଇ ଘଟଣାସ୍ଥଳରେ ବାରିଆ ଥାନା ପୋଲିସ ଉଖୁଣ୍ଡା ବନ ବିଭାଗ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ଟରକୁ ଜବତ କରି ତଦନ୍ତ ଚଳାଇଛି।

   Related Posts