Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେଷ୍ଟ ପରେ ଓ୍ବାନ୍‌ ଡେ’ ସିରିଜ୍‌ କବ୍‌ଜା କଲା ଦକ୍ଷିଣ ଆଫ୍ରିକା, ଦ୍ବିତୀୟ ଦିନିକିଆରେ ଟିମ୍‌ ଇଣ୍ଡିଆ ୭ ଓ୍ବିକେଟରେ ଧରାଶୟୀ, ଭାରତ ୨୮୭/୬(୫୦ ଓଭର), ଦକ୍ଷିଣ ଆଫ୍ରିକା ୨୮୮/୩ (୪୮.୧ଓଭର)
  • ||
  • ରାଜ୍ୟରେ ଶୁକ୍ରବାର ସୁସ୍ଥହେଲେ ୧୦,୩୯୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୬୧୦ଜଣ ଡିସଚାର୍ଜ
  • ||
  • ହରଭଜନ ସିଂହ କରୋନା ଆକ୍ରାନ୍ତ, ନିଜକୁ କଲେ ଆଇସୋଲେଟ୍‌
  • ||
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ଭାରସାମ୍ୟ ହରାଇ ଓଲଟିଲା ଇଟା ବୋଝେଇ ଟ୍ରାକ୍ଟର, ଜଣେ ଗୁରୁତର

24/05/2020 at 3:50 PM

ଖଲ୍ଲିକୋଟ ୨୪।୦୫: ଭାରସାମ୍ୟ ହରାଇ ଇଟା ବୋଝେଇ ଟ୍ରାକ୍ଟର ଓଲଟି ପଡିଛି । ଯାହାଦ୍ୱାର ଗାଡି ପଛରେ ବସିଥିବା ଶ୍ରମିକ ଗୁରୁତର ଆହାତ ହୋଇଛନ୍ତି।  ଛତ୍ରପୁର ଥାନା ଅଧିନ ପୁରୁଣାପାଟଣା ଗ୍ରାମ ନିକଟରେ ଏକ ଟ୍ରାକ୍ଟର ଇଟା ଧରି ଆସୁଥିବା ବେଳେ ଭାରସ୍ୟାମ ହରାଇ ବିଲ ଭିତରକୁ ପଶି ଯାଇ ସେଠାରେ ଓଲଟି ପଡିଥିଲା ।

ଟ୍ରାକ୍ଟର ଓଲଟିବା ଦ୍ୱାରା ସବୁ ଇଟା ଗୁଡିକ ପଛରେ ବସିଥିବା ବୁଲୁ ମହାରଣାଙ୍କ ଉପରେ ଲଦି ହୋଇଯାଇଥିଲା । ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରିଥିଲେ । ପୋଲିସ ଘଟଣା ସ୍ଥଳରେ ପହଂଚି ଆହାତଙ୍କୁ ଛତ୍ରପୁର ମେଡିକାଲରେ ଭର୍ତ୍ତି କରିଥିଲେ । ତେବେ ତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାକୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଚି । ସେହିପରି ଗାଡିରେ ଥିବା ଚାଳକ ସାମାନ୍ୟ ଆହତ ହୋଇଛନ୍ତି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛନ୍ତି । 

   Related Posts