Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

୩ଟି ସାଇକେଲ ଉପରେ ଚଢିଗଲା ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ୩ ନାବାଳିକା

22/09/2020 at 8:09 AM

ଜଳେଶ୍ଵର ୨୨।୯: ବେପରୁଆ ଗାଡି ଚାଳନା ଯୋଗୁଁ ଦୁର୍ଘଟଣା । ସାଇକେଲ ଉପରେ ଚଢିଗଲା ଟ୍ରାକ୍ଟର । ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ଛକରେ ଘଟିଛି ଏଭଳି ଦୁର୍ଘଟଣା । ଏକାସହ  ତିନିଟି ସାଇକେଲ ଉପର ଟ୍ରାକ୍ଟରଟି ଚଢିଯାଇଥିବାର ଜଣାପଡିଛି । ଦୁର୍ଘଟମାରେ ଅଳ୍ପକେ ବର୍ତ୍ତିଗଲେ ୩ ନାବାଳିକା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts