Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ଏନ୍‌ଡିଏ ସରକାରଙ୍କ ଆର୍ଥିକ ନୀତିକୁ ବିରୋଧ କରି ୪୮ଘଣ୍ଟିଆ ଧର୍ମଘଟ କରିବ କେନ୍ଦ୍ରୀୟ ଶ୍ରମିକ ସଂଗଠନ

5/01/2019 at 12:45 PM

ଭୁବନେଶ୍ବର ୫|୧: କେନ୍ଦ୍ର ସରକାରଙ୍କ ଆର୍ଥିକ ନୀତିକୁ ବିରୋଧ କରି ୮ରୁ ୪୮ ଘଣ୍ଟିଆ ଧର୍ମଘଟ କରିବ କେନ୍ଦ୍ରୀୟ ଶ୍ରମିକ ସଂଗଠନ । ଏନଡିଏ ସରକାରଙ୍କ ଆର୍ଥିକ ନୀତିକୁ ବିରୋଧ କରି କେନ୍ଦ୍ରୀୟ ଶ୍ରମିକ ସଂଗଠନ ଗୁଡ଼ିକ ଆସନ୍ତା ୮ ଓ ୯ ତାରିଖରେ ଦୁଇ ଦିନିଆ ଧର୍ମଘଟ କରିବେ। ୮ ତାରିଖ ସକାଳ ୬ଟାରୁ ୧୦ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ୪୮ ଘଣ୍ଟା ପାଇଁ ଏହି ଧର୍ମଘଟ ହେବ। ଧର୍ମଘଟରେ ଆଇଏନଟିୟୁସି, ଏଆଇଟିୟୁସି, ଏଚଏମଏସ, ସିଟୁ, ଏଆଇୟୁଟିୟୁସି ଭଳି ୧୦ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ, କେନ୍ଦ୍ର ଓ ବିଭିନ୍ନ ରାଜ୍ୟ ସରକାରଙ୍କ କର୍ମଚାରୀ ସଂଘ, ବ୍ୟାଙ୍କ ଓ ବୀମା କର୍ମଚାରୀଙ୍କ ସଂଘ ସମେତ ଜାତୀୟ ସ୍ତରର ବିଭିନ୍ନ ସ୍ବାଧୀନ ଶ୍ରମିକ ଓ କର୍ମଚାରୀ ସଂଗଠନ ଏଥିରେ ଯୋଗଦେବେ। ଧର୍ମଘଟ ଡାକରାକୁ ସମର୍ଥନ ଦେବ ବିଜେଡି।

   Related Posts