Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ମହାତ୍ମା ଗାନ୍ଧିଙ୍କର ୧୫୦ତମ ଜନ୍ମ ବାର୍ଷିକୀ ଅବସରରେ ଭୁବନେଶ୍ବରରେ ଟ୍ରାଫିକ ସଚେତନତା କାର୍ଯ୍ୟକ୍ରମ

22/09/2019 at 12:53 PM

ଭୁବନେଶ୍ବର ୨୨/୯: ମହାତ୍ମା ଗାନ୍ଧିଙ୍କର ୧୫୦ତମ ଜନ୍ମ ବାର୍ଷିକୀ ଅବସରରେ ଭୁବନେଶ୍ବରରେ ଟ୍ରାଫିକ ସଚେତନତା କାର୍ଯ୍ୟକ୍ରମ କରାଯାଇଛି । ବାଇକ୍ ରାଲି କରି ନୂତନ ଟ୍ରାଫିକ୍ ନିୟମ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଇଲେ ମହିଳା ।

  ଓଡିଶା ୱିମେନ୍ ଆଭେଞ୍ଜର କ୍ଲବ ପକ୍ଷରୁ କରାଯାଇଥିବା ଏହି ବାଇକ୍ ରାଲିରେ ଶତାଧିକ ମହିଳା ସାମିଲ ହୋଇଥିଲେ । ଏହି ରାଲି ମାଷ୍ଟର କ୍ୟାଣ୍ଟିନ୍ ରୁ  ଆରମ୍ଭ ହୋଇ ବାଣୀବିହାର, ଆଚାର୍ଯ୍ୟ ବିହାର ଦେଇ ରବୀନ୍ଦ୍ର ମଣ୍ଡପଠାରେ ପହଞ୍ଚିଥିଲା । ଏହି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ ଟ୍ରାଫିକ୍ ଡିସିପି ସାଗରିକା ନାଥ । ଏହି ଅବସରରେ ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ମଧ୍ୟ ଉପସ୍ଥିତ ଥିଲେ ।

   Related Posts