Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ପୋଲ ତଳକୁ ଖସିପଡିଲା ଟ୍ରେଲର, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର

5/01/2021 at 3:20 PM

ଢେଙ୍କାନାଳ ୫।୧: ୫୫ନମ୍ବର ଜାତୀୟ ରାଜପଥ ଢେଙ୍କାନାଳ ଜିଲ୍ଲା ଗୋବିନ୍ଦପୁର ଫାଣ୍ଡି ଅଞ୍ଚଳରେ ଏକ ଟ୍ରେଲର ପୋଲ ତଳକୁ ଖସି ପଡିଛି । ଭାରସାମ୍ୟ ହରାଇ ଟ୍ରେଲରଟି ପୋଲ ତଳକୁ ଖସି ପଡିଥିବା ଜଣାପଡିଛି । ଟ୍ରେଲରଟି ପୋଲରେ ଝୁଲି ରହିଥିବା ଦେଖିବାକୁ ମିଳିଥିଲା । ଦୁର୍ଘଟଣା ଫଳରେ ଟ୍ରେଲର ଡ୍ରାଇଭର ଓ ହେଲପର ଅଳ୍ପକେ ବର୍ତ୍ତି ଯାଇଛନ୍ତି । କାହାର କିଛି କ୍ଷୟକ୍ଷତି ହୋଇନଥିବା ପୋଲିସ ସୂତ୍ରରୁ ଜଣାପଡିଛି ।

ଟ୍ରେଲରଟି ଅନୁଗୋଳରୁ କଟକ ଆଡକୁ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିବା ଜଣାପଡିଛି । ତେବେ ଜାତୀୟ ରାଜପଥ ସଂପ୍ରସାରଣ କାର୍ଯ୍ୟ କରିଥିବା ଠିକା ସଂସ୍ଥାର ଖମଖିଆଲି ମନୋଭାବ ଯୋଗୁଁ ସଠିକ୍ ସୂଚନା ଫଳକ ନଥିବାରୁ ଗାଡିଚାଳନାରେ ବିଭ୍ରାନ୍ତି ଯୋଗୁଁ ଏପରି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଇଛି ।

   Related Posts