Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଟ୍ରେନରେ ବିସ୍ଫୋରଣ, ୬ ସିଆରପିଏଫ ଯବାନ ଆହତ

16/10/2021 at 9:38 AM

ରାୟପୁର, ୧୬|୧୦ : ଛତିଶଗଡର ରାଜଧାନୀ ରାୟପୁର ରେଳ ଷ୍ଟେସନରେ ବିସ୍ଫୋରଣ । ଷ୍ଟେସନରେ ଥିବା ଏକ ଟ୍ରେନରେ ବିସ୍ଫୋରଣ ହୋଇଛି । ଏଥିରେ ୬ ସିଆରପିଏଫ ଯବାନ ଆହତ ହୋଇଛନ୍ତି । ଶନିବାର ସକାଳ ୬ଟାରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି ।

ସୂଚନାନୁସାରେ, ସିଆରପିଏଫର ୨୧୧ ବି ବାଟାଲିୟନର ଯବାନମାନେ ଏକ ସ୍ୱତନ୍ତ୍ର ଟ୍ରେନରେ ଜମ୍ମୁ-କାଶ୍ମୀର ଯାଉଥିଲେ । ସେହି ସମୟରେ ବଗିରେ ଗ୍ରେନେଡ୍ ବିସ୍ଫୋରଣ ହୋଇଥିଲା । ଗ୍ରେନେଡକୁ ଟ୍ରେନ ବଗିରେ ରଖାଯାଉଥିଲା । ଏଥିରେ ଜଣେ ସିଆରପିଏଫ ହାବିଲଦାର ଗୁରୁତର ହୋଇଛନ୍ତି । ଅନ୍ୟ ୫ ଜଣ ମଧ୍ୟ ଆହତ ହୋଇଛନ୍ତି ।

ଘଟଣାସ୍ଥଳରେ ସିଆରପିଏଫର ବରିଷ୍ଠ ଅଧିକାରୀ ଓ ସ୍ଥାନୀୟ ପୋଲିସ ଅଧିକାରୀ ପହଁଚିଛନ୍ତି । ଘଟଣାର ତଦନ୍ତ ଆମ୍ଭ ହୋଇଥିବା ସୂଚନା ମିଳିଛି ।

   Related Posts