Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ବାତ୍ୟା ପାଇଁ ଟ୍ରେନ ବାତିଲ, ଯାତ୍ରୀଙ୍କୁ ଟ୍ରେନର ଷ୍ଟକ୍ ରଖିବାକୁ ଅନୁରୋଧ

4/12/2021 at 9:52 AM

ଭୁବନେଶ୍ୱର ୦୪/୧୨: ବାତ୍ୟା ଜୱାଦ୍ ପାଇଁ ୪, ୫ ଓ ୬ ତାରିଖ ପାଇଁ କିଛି ଟ୍ରେନ ବାତିଲ କରାଯାଇଛି । ୪ ତାରିଖରେ ୩୬ଟି ଏବଂ ୫ ତାରିଖରେ ୩୮ଟି ଟ୍ରେନ ବାତିଲ କରାଯଇଛି । ୬ ତାରିଖରେ ଗୁଣୁପୁର-ପୁରୀ ଏକ୍ସପ୍ରେସ ବି ବାତିଲ ହୋଇଛି । ଫଳରେ ଯାତ୍ରୀମାନଙ୍କୁ ଟ୍ରେନର ଷ୍ଟକ୍ ନେବାକୁ ଅନୁରୋଧ କରାଯାଇଛି ।

ପୂର୍ବରୁ ପ୍ରଦାନ କରାଯାଇଥିବା ହେଲ୍ପଲାଇନ ନମ୍ବର ୧୩୯ ସହିତ ଯୋଗାଯୋଗ କରିପାରିବେ । ସୂଚନା ଥାଉକି, ରବିବାର ମଧ୍ୟାହ୍ନରେ ପୁରୀରେ ଲ୍ୟାଣ୍ଡଫଲ କରିବ ଜଓ୍ୱାଦ । ଏସବୁକୁ ଦୃଷ୍ଟିରେ ରଖି ଏପରି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି ।

   Related Posts