Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ଟ୍ରେନ ଚକରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

24/11/2019 at 9:22 AM

ସୋର ୨୪/୧୧: ବାଲେଶ୍ବର ଜିଲ୍ଲା ସୋର ମାର୍କୋଣା ଷ୍ଟେସନ ନିକଟରେ ଟ୍ରେନର ବଗି ନଂ ୦୮୪୫୮ର ଚକରୁ ଧୁଆଁ ବାହାରୁଥିବା ଦେଖିବାକୁ ମିଳିଛି ।

ସୂଚନାଯୋଗ୍ୟ ଯେ, ମାର୍କୋଣା ଷ୍ଟେସନ ନିକଟରେ ଟ୍ରେନରେ ନିଆଁ ଲାଗିଥିବା ଖବର ବିପରୀତ ଦିଗରୁ ଆସୁଥିବା ଟ୍ରେନର ପାଇଲଟ ଖବର ଦେଇଥିଲେ ।  ନିଆଁ ଲାଗିବାର ଖବର ପାଇ ପାଇଲଟ ଟ୍ରେନକୁ ଅଟକାଇ ନିଆଁକୁ ଆୟତ୍ତ କରିଛନ୍ତି । ତେବେ ଅଗ୍ନିକାଣ୍ଡ କୌଣସି କ୍ଷୟକ୍ଷତିର ସୂଚନା ନାହିଁ ।  ଚକରୁ ଧୂଆଁ ବାହାରିବା ଯୋଗୁ ଟ୍ରେନଟି ବିଳମ୍ବରେ ଯାତ୍ରା କରିଛି ।

   Related Posts