Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ଭଦ୍ରକରେ କୋଇଲା ବୋଝେଇ ଟ୍ରେନ ଲାଇନଚ୍ୟୁତ : ଧାମରା-ଭଦ୍ରକ ମଧ୍ୟରେ ରେଳ ଚଳାଚଳ ବନ୍ଦ

30/09/2019 at 9:43 AM

ଭଦ୍ରକ ୩୦/୯: ଭଦ୍ରକରେ କୋଇଲା ବୋଝେଇ ଟ୍ରେନ ଲାଇନଚ୍ୟୁତ ହୋଇଛି। ତିହିଡି-ପାଳିଆ ମଧ୍ୟରେ ଲାଇନଚ୍ୟୁତ ହୋଇଛି ଟ୍ରେନ୍ । ଧାମରାରୁ ଭଦ୍ରକ ଅଭିମୁଖେ ଆସୁଥିଲା କୋଇଲା ବୋଝେଇ ଟ୍ରେନର ୮ଟି ବଗି ଲାଇନଚ୍ୟୁତ ହୋଇଛି ।

ତେବେ ଲାଇନଚ୍ୟୁତ ହେବାର କାରଣ ସ୍ପଷ୍ଟ ହୋଇନି ।ଧାମରା-ଭଦ୍ରକ ରେଳ ଚଳାଚଳ ବନ୍ଦ ରହିଛି ।  ଘଟଣାସ୍ଥଳରେ ରେଲୱେ କର୍ମଚାରୀ ପହଞ୍ଚି କାମ ଆରମ୍ଭ କରିଛନ୍ତି ।

   Related Posts