Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ଅନୁଗୋଳ ହଣ୍ଡପା ଷ୍ଟେସନ ନିକଟରେ ରେଳ ଇଞ୍ଜିନରେ ଲାଗିଲା ନିଆଁ

7/11/2019 at 4:31 PM

ଆଠମଲ୍ଲିକ ୭।୧୧: ଅନୁଗୋଳ ଜିଲ୍ଲା ହଣ୍ଡପା ଷ୍ଟେସନ ନିକଟରେ ରେଳ ଇଞ୍ଜିନରେ ନିଆଁ ଲାଗିଥିବା ଜଣା ପଡ଼ିଛି । ଆଜମେରରୁ ପୁରୀ ଯାଉଥିବା ଟ୍ରେନରେ ନିଆଁ ଲାଗିଛି । ଫଳରେ ପ୍ରାୟ ୨ଟା ବେଳୁ ଟ୍ରେନ ଅଟକି ରହଥିଲା । ତେବେ ଏହି ଅଗ୍ନିକାଣ୍ଡରେ କୌଣସି କ୍ଷୟକ୍ଷତି ହୋଇନାହିଁ ।

ବାମୁର ଦମକଳ ବାହିନୀ ପହଁଚିଲା ବେଳକୁ ରେଳ ବିଭାଗ କର୍ମଚାରୀ ନିଆଁକୁ ଆୟତ୍ତ କରିସାରିଥିଲେ । ସେପଟେ ଅନ୍ୟ ଏକ ଇଞ୍ଜିନ ଖଞ୍ଜାଯାଇ ଟ୍ରେନ୍ ଟି ଗନ୍ତବ୍ୟସ୍ଥଳକୁ ଯାତ୍ରା କରିଥିବା ସୂଚନା ମିଳିଛି ।

   Related Posts