Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ବ୍ରହ୍ମପୁରରେ ଟ୍ରେନ୍ ଧକ୍କାରେ ଅଜଣା ଯୁବକଙ୍କ ମୃତ୍ୟୁ

5/10/2018 at 9:42 AM

ବ୍ରହ୍ମପୁର ୫/୧୦ : ମାଲବାହୀ ଟ୍ରେନ୍ ଧକ୍କାରେ ଏକ ଅଜଣା ଯୁବକଙ୍କ ମୃତ୍ୟୁ ହୋଇଛି l ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ରେଲୱେ ଷ୍ଟେସନ୍ ୩ ନମ୍ବର ପ୍ଲାଟଫର୍ମ ଠାରେ ଘଟିଛି ଅଘଟଣ l ଦୁର୍ଘଟଣା ଘଟିବାର ୨ ଘଣ୍ଟାରୁ ଅଧିକ ସମୟ ହୋଇଥିଲେ ମଧ୍ୟ ସ୍ଥାନୀୟ ପୋଲିସ କିମ୍ବା ଆରପିଏଫ କର୍ମଚାରୀ ପହଞ୍ଚି ନଥିବା ଜଣାପଡିଛି l ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଯୁବକ ଜଣଙ୍କ ସୁରତ ଯିବା ପାଇଁ କେଉଁ ସମୟରେ ଟ୍ରେନ୍ ଆସିବ ବୋଲି ପଚାରୁଥିଲେ । ସେ ୩ ନମ୍ବର ପ୍ଲାଟଫର୍ମ ପାର ହେଉଥିବା ବେଳେ ଏକ ମାଲବାହୀ ଟ୍ରେନ୍ ଧକ୍କା ଦେଇ ଚାଲିଯାଇଥିଲା l ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା l ହେଲେ ଏଯାଏଁ କୌଣସି ବିଭାଗୀୟ ଅଧିକାରୀ ପହଞ୍ଚି ନଥିବା ବିଡ଼ମ୍ବନାର ବିଷୟ ପାଲଟିଛି l

   Related Posts